Advertisment

‘ବାହାନଗାରେ ବିଶ୍ୱ ଶାନ୍ତି ମହାଯଜ୍ଞ’

ବାହାନଗାରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣାରେ ମୃତକଙ୍କ ପାଇଁ ଆୟୋଜିତ ହେଉଛି ସର୍ବଧର୍ମ ପ୍ରାର୍ଥନା ସଭା ଓ ସମୂହ ଶ୍ରଦ୍ଧାଞ୍ଜଳି।

Advertisment

ବାଲେଶ୍ବର ବାହାନଗା ଟ୍ରେନ୍ ଟ୍ରାଜେଡିକୁ ଆଜି ୧୧ ଦିନ । ଏକାଦଶାହରେ ଆଜି ବିଶ୍ୱଶାନ୍ତି ମହାଯଜ୍ଞ କାର୍ଯ୍ୟକ୍ରମ। ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଜୀବନ ହାରିଥିବା ଯାତ୍ରୀଙ୍କ ଆତ୍ମାର ଶାନ୍ତି ଓ ସଦଗତି ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା ପାଇଁ ୩ ଦିନିଆ ସମୂହ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଚାଲିଛି। ବାହାନଗା ବାସୀ, ସୋର ଅଞ୍ଚଳବାସୀ ଓ ବାଲେଶ୍ୱର ସାମାଜିକ ସଂଗଠନର କର୍ମକର୍ତ୍ତା ମିଳିତ ଭାବେ ଆୟୋଜନ କରୁଛନ୍ତି ଏହି କାର୍ଯ୍ୟକ୍ରମ। ବାହାନଗା ହାଇସ୍କୁଲ ପାଖ ପଡିଆରେ ଏହି କାର୍ଯ୍ୟକ୍ରମ ଛାଲିଛି।  

Advertisment
Train Accident Bahanaga
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe