କେରଳ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବୈଜୟନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେରଳରେ ଫସି ରହିଥିବା ଓଡ଼ିଆ ଶ୍ରମିକଙ୍କୁ ଉଦ୍ଧାର ଲାଗି କେରଳ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା। କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକର କଣ୍ଡିରା, କୁରୁଣ୍ଟି, ସାତଭାୟା ପଞ୍ଚାୟତ ସହ ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରୁ ବହୁ ମହିଳା ଶ୍ରମିକ କେରଳରେ ଫସି ରହିଛନ୍ତି। ପୋଷାକ ଫ୍ୟାକ୍ଟ୍ରିରେ କାମ କରୁଥିବା ଏହି ଶ୍ରମିକମାନଙ୍କୁ ସେଠାରେ ଧମକଚମକ ଦେବା ସହ ଖାଇବାକୁ ନଦେଇ ଫ୍ୟାକ୍ଟ୍ରି ମାଲିକ କାମ କରାଉଥିବା ଅଭିଯୋଗ […]

NAVEEN-FACING-ANTI-INCUMBENCY-WAVE-SAYS-FORMER-MP-BAIJAYANT-PANDA-111

Manoranjan Sial
  • Published: Tuesday, 05 May 2020
  • Updated: 05 May 2020, 08:26 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେରଳରେ ଫସି ରହିଥିବା ଓଡ଼ିଆ ଶ୍ରମିକଙ୍କୁ ଉଦ୍ଧାର ଲାଗି କେରଳ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା।

କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକର କଣ୍ଡିରା, କୁରୁଣ୍ଟି, ସାତଭାୟା ପଞ୍ଚାୟତ ସହ ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରୁ ବହୁ ମହିଳା ଶ୍ରମିକ କେରଳରେ ଫସି ରହିଛନ୍ତି। ପୋଷାକ ଫ୍ୟାକ୍ଟ୍ରିରେ କାମ କରୁଥିବା ଏହି ଶ୍ରମିକମାନଙ୍କୁ ସେଠାରେ ଧମକଚମକ ଦେବା ସହ ଖାଇବାକୁ ନଦେଇ ଫ୍ୟାକ୍ଟ୍ରି ମାଲିକ କାମ କରାଉଥିବା ଅଭିଯୋଗ ହୋଇଛି। ଶ୍ରମିକମାନେ ଏ ସମ୍ପର୍କରେ ନିଜ ନିଜ ଘରକୁ ଫୋନରେ ଜଣାଇବା ପରେ ସେମାନଙ୍କୁ ଉଦ୍ଧାର କରି ରହିବା ଓ ଖାଇବା ବ୍ୟବସ୍ଥା କରିବା ସହ ଓଡ଼ିଶା ପଠାଇବାକୁ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କୁ ନିବେଦନ କରିଛନ୍ତି ବୈଜୟନ୍ତ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story