ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେରଳରେ ଫସି ରହିଥିବା ଓଡ଼ିଆ ଶ୍ରମିକଙ୍କୁ ଉଦ୍ଧାର ଲାଗି କେରଳ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା।
କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକର କଣ୍ଡିରା, କୁରୁଣ୍ଟି, ସାତଭାୟା ପଞ୍ଚାୟତ ସହ ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରୁ ବହୁ ମହିଳା ଶ୍ରମିକ କେରଳରେ ଫସି ରହିଛନ୍ତି। ପୋଷାକ ଫ୍ୟାକ୍ଟ୍ରିରେ କାମ କରୁଥିବା ଏହି ଶ୍ରମିକମାନଙ୍କୁ ସେଠାରେ ଧମକଚମକ ଦେବା ସହ ଖାଇବାକୁ ନଦେଇ ଫ୍ୟାକ୍ଟ୍ରି ମାଲିକ କାମ କରାଉଥିବା ଅଭିଯୋଗ ହୋଇଛି। ଶ୍ରମିକମାନେ ଏ ସମ୍ପର୍କରେ ନିଜ ନିଜ ଘରକୁ ଫୋନରେ ଜଣାଇବା ପରେ ସେମାନଙ୍କୁ ଉଦ୍ଧାର କରି ରହିବା ଓ ଖାଇବା ବ୍ୟବସ୍ଥା କରିବା ସହ ଓଡ଼ିଶା ପଠାଇବାକୁ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କୁ ନିବେଦନ କରିଛନ୍ତି ବୈଜୟନ୍ତ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।