ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବତନ IAS ଅଧିକାରୀ ଅପରାଜିତା ଷଡଙ୍ଗୀ ବିଜେପିରେ ଯୋଗ ଦେବା ପରେ ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟ୍ୱିଟରରେ ଲେଖିଛନ୍ତି- ଜଣେ କର୍ତ୍ତବ୍ୟନିଷ୍ଠ ଏବଂ ସଚ୍ଚୋଟ ପ୍ରଶାସନିକ ଅଧିକାରୀ ଭାବେ ସେ ଓଡ଼ିଶାରେ କାର୍ଯ୍ୟ କରିଛନ୍ତି। ଅପରାଜିତାଙ୍କ ବିଜେପିରେ ଯୋଗଦାନ ଅମଲାତନ୍ତ୍ର ପାଇଁ କ୍ଷତି ହୋଇଥିଲେ ବି ଭାରତୀୟ ରାଜନୀତି ପାଇଁ ଲାଭ ଦାୟକ।
ସୂଚନାଯୋଗ୍ୟ, ନୂଆଦିଲ୍ଲୀରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ ବାସଭବନରେ ଆନୁଷ୍ଠାନିକ ଭାବେ ଆଜି ଅପରାଜିତା ବିଜେପିରେ ଯୋଗ ଦେଇଛନ୍ତି। ଏହି ସମୟରେ ପ୍ରଭାରୀ ଅରୁଣ ସିଂହ, ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟ ବିଜେପି ମୁଖପାତ୍ର ପୀତାମ୍ବର ଆଚାର୍ଯ୍ୟ ଉପସ୍ଥିତ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ପ୍ରତି ପଞ୍ଚାୟତରେ ଖୋଲିବ କ୍ଷୀର ଧାରା କେନ୍ଦ୍ର: ମନ୍ତ୍ରୀ
ନୂଆ ପ୍ରଡକ୍ଟ ନେଇ ମନ୍ତ୍ରୀ କହିଛନ୍ତି, ଆଗାମୀ ଦିନରେ ବହୁ ନୂଆ ପ୍ରଡକ୍ଟ ଆଣିବାକୁ ଯାଉଛି। ଲୋକଙ୍କ ଆବଶ୍ୟକତାକୁ ଦେଖି ଓମ୍ଫେଡ୍ର ଟେଟ୍ରାପେକ୍, ପାଣି ପାଉଚ୍, ଆଇସକ୍ରିମ୍, ଚକୋଲେଟ୍ ଆଦି ତିଆରି କରିବ।
Crime
ଖତ ଗଦାରୁ ବାହାରିଲା ବିଡ଼ା ବିଡ଼ା ନୋଟ୍; ମା’,ପୁଅ ଅଟକ
ହାଇଦ୍ରାବାଦରୁ ଚୋରି କରି ବାଲେଶ୍ୱର କମର୍ଦ୍ଦାରେ ଟଙ୍କା ଲୁଚାଇଥିଲେ ଅଭିଯୁକ୍ତ । ମାତ୍ର ପୁଲିସ୍ ଖୋଜାଖୋଜି କରି ଖତ ଗଦାରୁ ବାହାର କରିଛି ୧୪ ଲକ୍ଷ ଟଙ୍କା।
Crime
ବାଳକର ପାଦତଳେ ଲାଗି ହେଉଛି ତୁଳସୀ; ଫଟୋ ଭାଇରାଲ, ଥାନାରେ ଅଭିଯୋଗ
କାଶିନାଥଙ୍କ ଭୁବନେଶ୍ୱର ଖଣ୍ଡଗିରି ଆଶ୍ରମରେ ଅନେକ ବେଆଇନ କାମ ହେଉଥିବା ଅଭିଯୋଗ ହୋଇଛି।
Crime
ଗୁଜରାଟରେ ଯୁବକଙ୍କୁ ମାରି ୱାଶିଂମେସିନରେ ଭର୍ତ୍ତି କରିଥିଲା, ଓଡ଼ିଶାରୁ ବନ୍ଧା ହେଲା ଅଭିଯୁକ୍ତ
ସପ୍ତାହେ ପରେ ଦୁର୍ଗନ୍ଧ ହେବାରୁ ପୁଲିସ୍ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲା। ଏଥିସହ ମାମଲାର ଖୋଳତାଡ଼ କରି ମାସେ ପରେ ଅଭିଯୁକ୍ତଙ୍କୁ ବାନ୍ଧିଛି ପୁଲିସ୍।
Miscellaneous
ଘୁଷୁରିକୁ ମାରି ଖାଇଲା ବାଘୁଣୀ 'ଜିନତ୍'
ଗତକାଲି ରାତି ପ୍ରାୟ ୧୦ଟାରେ ଏନକ୍ଲୋଜରରେ ଏକ ଘୁଷୁରିକୁ ଶିକାର କରି ଖାଇଛି।