ଅପରାଜିତାଙ୍କୁ ଶୁଭେଚ୍ଛା ଜଣାଇଲେ ବୈଜୟନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବତନ IAS ଅଧିକାରୀ ଅପରାଜିତା ଷଡଙ୍ଗୀ ବିଜେପିରେ ଯୋଗ ଦେବା ପରେ ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟ୍ୱିଟରରେ ଲେଖିଛନ୍ତି- ଜଣେ  କର୍ତ୍ତବ୍ୟନିଷ୍ଠ ଏବଂ ସଚ୍ଚୋଟ ପ୍ରଶାସନିକ ଅଧିକାରୀ ଭାବେ ସେ ଓଡ଼ିଶାରେ କାର୍ଯ୍ୟ କରିଛନ୍ତି। ଅପରାଜିତାଙ୍କ ବିଜେପିରେ ଯୋଗଦାନ ଅମଲାତନ୍ତ୍ର ପାଇଁ କ୍ଷତି ହୋଇଥିଲେ ବି ଭାରତୀୟ ରାଜନୀତି ପାଇଁ ଲାଭ ଦାୟକ। ସୂଚନାଯୋଗ୍ୟ, ନୂଆଦିଲ୍ଲୀରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ ବାସଭବନରେ ଆନୁଷ୍ଠାନିକ ଭାବେ […]

jay--233

jay--233

Jyoshna Pradhan
  • Published: Tuesday, 27 November 2018
  • Updated: 27 November 2018, 02:37 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବତନ IAS ଅଧିକାରୀ ଅପରାଜିତା ଷଡଙ୍ଗୀ ବିଜେପିରେ ଯୋଗ ଦେବା ପରେ ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟ୍ୱିଟରରେ ଲେଖିଛନ୍ତି- ଜଣେ  କର୍ତ୍ତବ୍ୟନିଷ୍ଠ ଏବଂ ସଚ୍ଚୋଟ ପ୍ରଶାସନିକ ଅଧିକାରୀ ଭାବେ ସେ ଓଡ଼ିଶାରେ କାର୍ଯ୍ୟ କରିଛନ୍ତି। ଅପରାଜିତାଙ୍କ ବିଜେପିରେ ଯୋଗଦାନ ଅମଲାତନ୍ତ୍ର ପାଇଁ କ୍ଷତି ହୋଇଥିଲେ ବି ଭାରତୀୟ ରାଜନୀତି ପାଇଁ ଲାଭ ଦାୟକ।Jay-Panda-12

ସୂଚନାଯୋଗ୍ୟ, ନୂଆଦିଲ୍ଲୀରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ ବାସଭବନରେ ଆନୁଷ୍ଠାନିକ ଭାବେ ଆଜି ଅପରାଜିତା ବିଜେପିରେ ଯୋଗ ଦେଇଛନ୍ତି। ଏହି ସମୟରେ ପ୍ରଭାରୀ ଅରୁଣ ସିଂହ, ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟ ବିଜେପି ମୁଖପାତ୍ର ପୀତାମ୍ବର ଆଚାର୍ଯ୍ୟ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos