ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):CAAକୁ ମନା କରିବା ସଂଘୀୟ ବ୍ୟବସ୍ଥା ବିରୋଧୀ। ନାଗରିକତା ସଂଶୋଧନ ଆଇନ CAA ପ୍ରସଙ୍ଗରେ ପ୍ରତିକ୍ରିୟା ରଖି ଏହା କହିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା। CAAକୁ ନେଇ ଅପପ୍ରଚାର ପଛରେ ବିରୋଧୀଙ୍କ ହତାଶାଭାବ ରହିଛି। ବିରୋଧି ଏତେ କପଟତା କରିବେ ବୋଲି କିଏ ଜାଣିଥିଲା ? ଏହାକୁ ନେଇ ଦେଶର ବିଭିନ୍ନ ସ୍ଥାନରେ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ସିଏଏ ଓ ଏନ୍ଆରସିକୁ ପ୍ରଥମେ କଂଗ୍ରେସ ଆଣିଥିଲା ଏବେ ବିରୋଧ କାହିଁକି ହେଉଛି ବୋଲି ବୋଲି ପ୍ରଶ୍ନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା। ସଂଘୀୟ ବ୍ୟବସ୍ଥାରେ ଏହା କେନ୍ଦ୍ର ଅଧୀନ ପ୍ରସଙ୍ଗ ଏହାକୁ ଲାଗୁ ନକରିବାକୁ କହିବା କୌଣସି ରାଜ୍ୟର ଅଧିକାର ଏବଂ କ୍ଷମତା ନାହିଁ। ଯିଏ ମନା କରିବ ଏହା ଧରାଯିବ ଯେ ସେମାନେ ସଂଘୀୟ ବ୍ୟବସ୍ଥାର ବିରୋଧୀ।
NRC ପାଇଁ ବର୍ତ୍ତମାନ କୌଣସି ପ୍ରସ୍ତାବ ନାହିଁ, ଯଦି ଭବିଷ୍ୟତରେ ଆସେ ବ୍ୟାପକ ଆଲୋଚନା ମାଧ୍ୟମରେ କରାଯିବ ବୋଲି ସେ କହିଛନ୍ତି। ଗତକାଲିଠାରୁ ଦେଶରେ ସିଏଏ ଲାଗୁ କରିବା ନେଇ କେନ୍ଦ୍ର ସରକାରଙ୍କ କାର୍ଯ୍ୟାଳୟରୁ ଅଧିକ ସୂଚନା ଜାରି ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
![Ayushman Bharat Ayushman Bharat](https://assets.odishareporter.in/uploadimage/library/16_9/16_9_3/IMAGE_1735741458.jpg)
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା: ଆସନ୍ତା ସପ୍ତାହରେ ହେବ ଏମଓୟୁ
କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ ଏଲଏସ୍ ଚ୍ୟାନସେନଙ୍କ ଅଧ୍ୟକ୍ଷତାରେ ଏକ ଟିମ୍ ଓଡ଼ିଶା ଆସି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଏସ.ଅଶ୍ୱସ୍ଥି, ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଡି.ବୃନ୍ଦା ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି ।
Politics
ମୋ ମନ ଶାନ୍ତ ହୋଇନି, ସମୟକୁ ଅପେକ୍ଷା କରିଛି: ପ୍ରଦୀପ
ବିଜେଡି ଶାସନକାଳରେ ହୋଇଥିବା ମାମଲା ମଧ୍ୟରୁ ଗତକାଲି ୨ଟି ଓ ଆଜି ୩ଟି ମାମଲାରେ ଜେଏମଏଫସି କୋର୍ଟଙ୍କ ଦ୍ୱାରା ଦୋଷମୁକ୍ତ ହେବାପରେ ବ୍ରହ୍ମପୁର ସାଂସଦ ଶ୍ରୀ ପାଣିଗ୍ରାହୀ ନବୀନ ପଟ୍ଟନାୟକ, ଭିକେ ପାଣ୍ଡିଆନ ଓ ଷଡ଼ଯନ୍ତ୍ରକାରୀଙ୍କ ଉପରେ ବର୍ଷିଛନ୍ତି ।
![Modi Modi](https://assets.odishareporter.in/uploadimage/library/16_9/16_9_3/Modi_1736351240.jpg)
Miscellaneous
ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦି
ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଂଚିବା ପରେ ତାଙ୍କୁ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟମାନେ ତାଙ୍କୁ ସ୍ୱାଗତ କରିଥିଲେ ।
![BJD BJD](https://assets.odishareporter.in/uploadimage/library/16_9/16_9_3/BJD_1736350470.jpg)
Politics
‘ଓଡ଼ିଶାକୁ ଲୁଟ୍ ପାଇଁ ପାଣ୍ଡିଆନ୍ଙ୍କୁ ଠିକା ଦେଇଥିଲେ ନବୀନ’
ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ଆହୁରି କହିଛନ୍ତି, ବିଜେଡି ସରକାରରେ CMOକୁ କରପସନ, କମିଶନ ଓ କଲେକ୍ସନର ହବ୍ କରାଯାଇଥିଲା। ନାଁ ନନେଇ ଜଣେ ବରିଷ୍ଠ IPSଙ୍କୁ ଟାର୍ଗେଟ୍ କରିଛନ୍ତି ପ୍ରଦୀପ।
![OSRTC OSRTC](https://assets.odishareporter.in/uploadimage/library/16_9/16_9_3/OSRTC_1736348249.jpg)
Miscellaneous
୧୩ରୁ ଫେବ୍ରୁଆରୀ ୨୬ ଯାଏଁ ଅଯୋଧ୍ୟାକୁ ଗଡ଼ିବ ବସ୍
OSRTC ପକ୍ଷରୁ ହାଇ-ଏଣ୍ଡ ପ୍ରିମିୟମ୍ ବସ୍ ସେବା ଆରମ୍ଭ ହେବ। ପୁରୀ, ସମ୍ବଲପୁର, ଭବାନୀପାଟଣା, ବ୍ରହ୍ମପୁରରୁ ଏହି ବସ୍ ଗୁଡ଼ିକ ଯିବ।