ଡାକ୍ତରଙ୍କ ବଦଳି ପ୍ରତିବାଦରେ ବୈପାରୀଗୁଡ଼ା ବନ୍ଦ

ଜୟପୁର: ଡାକ୍ତରଙ୍କ ବଦଳି ପ୍ରତିବାଦରେ କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ବ୍ଲକ୍‌ରେ ଆଜି ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଡାକ୍ତର କିରଣ କୁମାର ସାବତଙ୍କୁ ବୈପାରୀଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରୁ ଅନ୍ୟତ୍ର ବଦଳି କରାଯାଇଥିବାରୁ ସ୍ଥାନୀୟ ଜନସାଧାରଣଙ୍କ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ଫଳରେ ଏଠାରେ ଦୋକାନ ବଜାର ବନ୍ଦ ରହିବା ସହ ଗାଡ଼ି ଚଳାଚଳ ବନ୍ଦ ରହିଛି। ତୁରନ୍ତ ଡାକ୍ତର କିରଣ କୁମାର ସାବତଙ୍କ ବଦଳି ବାତିଲ ନ କରାଗଲେ ଆଗାମୀ ଦିନରେ ଆନ୍ଦୋଳନ ତେଜିବ […]

baipariguda

baipariguda

Rakesh Mallick
  • Published: Tuesday, 24 May 2016
  • Updated: 24 May 2016, 04:54 AM IST

Sports

Latest News

ଜୟପୁର: ଡାକ୍ତରଙ୍କ ବଦଳି ପ୍ରତିବାଦରେ କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ବ୍ଲକ୍‌ରେ ଆଜି ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଡାକ୍ତର କିରଣ କୁମାର ସାବତଙ୍କୁ ବୈପାରୀଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରୁ ଅନ୍ୟତ୍ର ବଦଳି କରାଯାଇଥିବାରୁ ସ୍ଥାନୀୟ ଜନସାଧାରଣଙ୍କ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ଫଳରେ ଏଠାରେ ଦୋକାନ ବଜାର ବନ୍ଦ ରହିବା ସହ ଗାଡ଼ି ଚଳାଚଳ ବନ୍ଦ ରହିଛି। ତୁରନ୍ତ ଡାକ୍ତର କିରଣ କୁମାର ସାବତଙ୍କ ବଦଳି ବାତିଲ ନ କରାଗଲେ ଆଗାମୀ ଦିନରେ ଆନ୍ଦୋଳନ ତେଜିବ ବୋଲି ସ୍ଥାନୀୟ ଲୋକେ ଚେତାବନୀ ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story