କାଲି ମହାପ୍ରଭୁ ବଳଭଦ୍ର ହେବେ ପୋଢୁଆଁ

ପୁରୀ(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ପ୍ରଥମାଷ୍ଟମୀ। ଶ୍ରୀମନ୍ଦିରରେ ବଡ଼ଭାଇ ତଥା ମହାପ୍ରଭୁ ବଳଭଦ୍ର ହେବେ ପୋଢୁଆଁ। ସେଥିପାଇଁ ଆଜି ଶ୍ରୀଜଗନ୍ନାଥଙ୍କ ମାମୁ ଘର ଭାବେ ପରିଚିତ ନିଆଳିସ୍ଥିତ ମାଧବାନନ୍ଦ ମନ୍ଦିରରୁ ଶ୍ରୀମନ୍ଦିରକୁ ଆସିଛି ପୋଢ଼ୁଆଁ ଭାର। କିମ୍ବଦନ୍ତୀ ଅନୁସାରେ ନିଆଳିର ମାଧବ ହେଉଛନ୍ତି ଶ୍ରୀଜଗନ୍ନାଥଙ୍କ ମାମୁ ଘର। ବହୁପୁରାତନ କାଳରେ ପ୍ରଥମାଷ୍ଟମୀରେ ମାମୁ ଘରୁ ଶ୍ରୀଜଗନ୍ନାଥଙ୍କ କ୍ଷେତ୍ରକୁ ଜଗା ବଳିଆ ପାଇଁ ପଢୁଆଁ ଭାର ଆସୁଥିଲା। ଯାହାକି କାଳକ୍ରମେ ବନ୍ଦ ହୋଇଯାଇଥିଲା। କିନ୍ତୁ ଏବେ ମାମୁ ଘର ନିଆଳିର […]

balabhadra-will-wear-new-cloth-in-podhuan-astam

Manoranjan Sial
  • Published: Tuesday, 19 November 2019
  • Updated: 19 November 2019, 09:32 PM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ପ୍ରଥମାଷ୍ଟମୀ। ଶ୍ରୀମନ୍ଦିରରେ ବଡ଼ଭାଇ ତଥା ମହାପ୍ରଭୁ ବଳଭଦ୍ର ହେବେ ପୋଢୁଆଁ। ସେଥିପାଇଁ ଆଜି ଶ୍ରୀଜଗନ୍ନାଥଙ୍କ ମାମୁ ଘର ଭାବେ ପରିଚିତ ନିଆଳିସ୍ଥିତ ମାଧବାନନ୍ଦ ମନ୍ଦିରରୁ ଶ୍ରୀମନ୍ଦିରକୁ ଆସିଛି ପୋଢ଼ୁଆଁ ଭାର।

କିମ୍ବଦନ୍ତୀ ଅନୁସାରେ ନିଆଳିର ମାଧବ ହେଉଛନ୍ତି ଶ୍ରୀଜଗନ୍ନାଥଙ୍କ ମାମୁ ଘର। ବହୁପୁରାତନ କାଳରେ ପ୍ରଥମାଷ୍ଟମୀରେ ମାମୁ ଘରୁ ଶ୍ରୀଜଗନ୍ନାଥଙ୍କ କ୍ଷେତ୍ରକୁ ଜଗା ବଳିଆ ପାଇଁ ପଢୁଆଁ ଭାର ଆସୁଥିଲା। ଯାହାକି କାଳକ୍ରମେ ବନ୍ଦ ହୋଇଯାଇଥିଲା। କିନ୍ତୁ ଏବେ ମାମୁ ଘର ନିଆଳିର ମାଧବାନନ୍ଦ ଟ୍ରଷ୍ଟ, ଯାଦବ ସଂଗଠନ ଓ ଭକ୍ତଗଣଙ୍କ ନିଷ୍ପତ୍ତି ଅନୁସାରେ ପୁନର୍ବାର ଏହି ପରମ୍ପରାକୁ ଉଜ୍ଜିବୀତ କରିବା ପାଇଁ ଉଦ୍ୟମ କରାଯାଇଛି। ନିଆଳି ମାଟିରେ ଭିନ୍ନ ପବିତ୍ରତା ଖେଳିଥିବା ବେଳେ ଶ୍ରୀକ୍ଷେତ୍ରର ବଡ଼ଦାଣ୍ଡରେ ହଜାର ହଜାର ଭକ୍ତମାନେ ଗୁଣ୍ଡିଚା ମନ୍ଦିର ଠାରୁ ଚାଲି ଚାଲି ଶ୍ରୀମନ୍ଦିର ଭିତରେ ପ୍ରବେଶ କରି ସେବାୟତଙ୍କୁ ଏହି ଭାର ପ୍ରଦାନ କରିଥିଲେ। ମାଧବ ମନ୍ଦିର ଟ୍ରଷ୍ଟ, ନିଯୋଗ ଓ ସ୍ଥାନୀୟ ଅଞ୍ଚଳବାସୀ ବଳଭଦ୍ରଙ୍କ ପାଇଁ ୭ଖଣ୍ଡ ପାଟ, ୭ ଖଣ୍ଡ ଖଣ୍ଡୁଆ, ପିଠା, ଫଳମୂଳ ଭାର ପଠାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story