ପୁରୀ(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ପ୍ରଥମାଷ୍ଟମୀ। ଶ୍ରୀମନ୍ଦିରରେ ବଡ଼ଭାଇ ତଥା ମହାପ୍ରଭୁ ବଳଭଦ୍ର ହେବେ ପୋଢୁଆଁ। ସେଥିପାଇଁ ଆଜି ଶ୍ରୀଜଗନ୍ନାଥଙ୍କ ମାମୁ ଘର ଭାବେ ପରିଚିତ ନିଆଳିସ୍ଥିତ ମାଧବାନନ୍ଦ ମନ୍ଦିରରୁ ଶ୍ରୀମନ୍ଦିରକୁ ଆସିଛି ପୋଢ଼ୁଆଁ ଭାର।
ପୁରୀ(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ପ୍ରଥମାଷ୍ଟମୀ। ଶ୍ରୀମନ୍ଦିରରେ ବଡ଼ଭାଇ ତଥା ମହାପ୍ରଭୁ ବଳଭଦ୍ର ହେବେ ପୋଢୁଆଁ। ସେଥିପାଇଁ ଆଜି ଶ୍ରୀଜଗନ୍ନାଥଙ୍କ ମାମୁ ଘର ଭାବେ ପରିଚିତ ନିଆଳିସ୍ଥିତ ମାଧବାନନ୍ଦ ମନ୍ଦିରରୁ ଶ୍ରୀମନ୍ଦିରକୁ ଆସିଛି ପୋଢ଼ୁଆଁ ଭାର। କିମ୍ବଦନ୍ତୀ ଅନୁସାରେ ନିଆଳିର ମାଧବ ହେଉଛନ୍ତି ଶ୍ରୀଜଗନ୍ନାଥଙ୍କ ମାମୁ ଘର। ବହୁପୁରାତନ କାଳରେ ପ୍ରଥମାଷ୍ଟମୀରେ ମାମୁ ଘରୁ ଶ୍ରୀଜଗନ୍ନାଥଙ୍କ କ୍ଷେତ୍ରକୁ ଜଗା ବଳିଆ ପାଇଁ ପଢୁଆଁ ଭାର ଆସୁଥିଲା। ଯାହାକି କାଳକ୍ରମେ ବନ୍ଦ ହୋଇଯାଇଥିଲା। କିନ୍ତୁ ଏବେ ମାମୁ ଘର ନିଆଳିର […]
balabhadra-will-wear-new-cloth-in-podhuan-astam