କେନ୍ଦ୍ରାପଡ଼ା(ଓଡ଼ିଶା ରିପୋର୍ଟର) : ଖୁବ୍ ଶୀଘ୍ର ଭକ୍ତ ପାଇଁ ଖୋଲିବ ଭଗବାନଙ୍କ ଦୁଆର। କରୋନା କଟକଣା ଯୋଗୁ ଦୀର୍ଘ ମାସ ଧରି ପ୍ରଭୁଙ୍କ ଦର୍ଶନକୁ ଆତୁର ହୋଇ ଚାହିଁଥିବା ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର। ଆସନ୍ତା ୨୩ରେ ଶ୍ରୀମନ୍ଦିର ଖୋଲିବାକୁ ନିଷ୍ପତ୍ତି ନିଆଯାଇଥିବା ବେଳେ ୨୭ ତାରିଖରୁ ଖୋଲିବ ଲିଙ୍ଗରାଜ ମନ୍ଦିର।
ଏହାପରେ ଜାନୁଆରୀ ୩ ତାରିଖରୁ ଖୋଲିବ କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର । ଲକ୍ଡାଉନ୍ ସମୟରୁ ବନ୍ଦ ରହିଥିବା ବଳଦେବଜୀଉ ମନ୍ଦିର ଖୋଲିବା ନେଇ ସୂଚନା ଦେଇଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲାପାଳ ସମର୍ଥ ବର୍ମା ।
କୋଭିଡ ଗାଇଡଲାଇନ ଭିତରେ ଭକ୍ତଙ୍କୁ ପ୍ରବେଶ ଅନୁମତି ଦିଆଯିବ । ଗୋଟିଏ ସମୟରେ ୧୦୦ରୁ ଅଧିକ ଭକ୍ତଙ୍କୁ ମନ୍ଦିର ପ୍ରବେଶ ମନା ରହିବ । ଏହାସହ ମାସ୍କ ଓ ସାମାଜିକ ଦୂରତା ବାଧ୍ୟତାମୂଳକ ରହିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପ୍ରଧାନମନ୍ତ୍ରୀ ମୋଦି କରିବେନି ରୋଡ୍ ଶୋ’, ରିପୋର୍ଟ କାର୍ଡ ଦେବେ ମୋହନ ସରକାର
ସ୍ୱାଧୀନତା ପରେ ପ୍ରଥମଥର ପାଇଁ ଓଡ଼ିଶାରେ ସର୍ବଭାରତୀୟ ପୁଲିସ ଡିଜି ସମ୍ମିଳନୀ ଆୟୋଜନ ହେଉଛି । ସମ୍ମିଳନୀର ଦ୍ୱିତୀୟ ଦିନ ଅର୍ଥାତ୍ ନଭେମ୍ବର ୩୦ତାରିଖରେ ପ୍ରଧାନମନ୍ତ୍ରୀ ଏହି ସମ୍ମିଳନୀରେ ଯୋଗ ଦେଇ ଡିସେମ୍ବର ୧ରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।
Jobs
ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ନିଯୁକ୍ତ ହୋଇପାରନ୍ତି ମହିଳା
୮୨୬ ଜଣ ଆଗ୍ନିକ ଓ ୧୧୫ ଜଣ ଆଗ୍ନିକ ଗାଡିଚାଳକଙ୍କୁ ନିଯୁକ୍ତିପତ୍ର ପ୍ରଦାନ।
Crime
ପୁଲିସ୍ ଓ ଓକିଲ କହି ଟଙ୍କା ଆଦାୟ କରୁଥିଲେ ଦୁଇ ଯୁବକ
ଅଭିଯୋଗ ଅନୁସାରେ ଦୁଇ ଧ୍ରୁତ ହେଉଛନ୍ତି ନୟାଗଡ ଜିଲ୍ଲା ସରୋଡା ଗାଁର କାର୍ତ୍ତିକ ରାଉତରାୟ ଓ ଏକାନ ପାଣି। ଏମାନେ କୁଆଡେ ଜାନୁଆରୀ ୨୩ ତାରିଖରେ ଚାଲାଣଗୁଡା ସରପଞ୍ଚ ଇରମା ମାଢ଼ିଙ୍କୁ ଫୋନ୍ କରିଥିଲେ।
Politics
ନିର୍ବାଚନ ପୂର୍ବରୁ ବିଜେଡି ସରକାର ବାଣ୍ଟିଥିଲେ ୨୫୨କୋଟି ଟଙ୍କାର ଝୋଟବ୍ୟାଗ
ରାଜ୍ୟବାସୀ ବିଜେଡି ସରକାରକୁ ବାଏବାଏ କରି ବିଜେପି ସରକାରକୁ କ୍ଷମତାସୀନ କରିବା ପରେ ଏହି ତଥ୍ୟ ପଦାକୁ ଆସିଛି ।
Miscellaneous
ଯୁଦ୍ଧଭୂମିର ଭ୍ରମ; ପୁରୀରେ ଘୁଁ ଘୁଁ ଗର୍ଜନ କରୁଛନ୍ତି ଯୁଦ୍ଧ ଟ୍ୟାଙ୍କ
ବାହ୍ୟ ଶତ୍ରୁ ଆକ୍ରମଣର ମୁକାବିଲା ସହ ପରାକ୍ରମ ଦେଖାଇବାକୁ କେତେ ସଜାଗ ଭାରତୀୟ ନୌସେନା, ସେନେଇ ପ୍ରଦର୍ଶିତ ହେବ ଦୁଃସାହସିକ ରଣକୌଶଳ।