ବଲାଙ୍ଗିର: ସବୁବର୍ଷ ପରି ଚଳିତବର୍ଷ ମଧ୍ୟ ନୂଆଖାଇ ପରେ ବଲାଙ୍ଗିର ଜିଲ୍ଲାରେ ଆରମ୍ଭ ହୋଇଯିବ ଦାଦନ ଚାଲାଣ ପ୍ରକ୍ରିୟା। କାମ ଧନ୍ଧା ପାଇଁ ପଡୋଶୀ ରାଜ୍ୟକୁ ଦାଦନ ଖଟିବାକୁ ବାହାରିବେ ଶ୍ରମିକ। ତେବେ ବେଆଇନ ଶ୍ରମିକ ଚାଲାଣକୁ ରୋକିବା ସହ ଶ୍ରମିକଙ୍କ ନାମ ପଞ୍ଜୀକରଣ କରାଇ ସାମାଜିକ ନିରାପତ୍ତା ଯୋଜନାରେ ସାମିଲ କରିବା ପାଇଁ ପ୍ରୟାସ ଆରମ୍ଭ କରିଛି ରାଜ୍ୟ ଶ୍ରମିକ କଲ୍ୟାଣ ବୋର୍ଡ। ବୋର୍ଡ ଅଧ୍ୟକ୍ଷ ସୁବାଷ ସିଂଙ୍କ ଅଧ୍ୟକ୍ଷତାରେ ଜିଲ୍ଲାର ବିଭିନ୍ନ ଶ୍ରମିକ ସଂଗଠନର କର୍ମକର୍ତ୍ତା ଓ ବିଭାଗୀୟ ଅଧିକାରୀଙ୍କୁ ନେଇ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଶ୍ରମିକଙ୍କୁ ସଚେତନ କରିବା ପାଇଁ ଆଗାମୀ ଦିନରେ ଏକ ବିଶାଳ ଆଲୋଚନା ଚକ୍ର ଆୟୋଜନ କରାଯିବ ବୋଲି ବୋର୍ଡର ଅଧ୍ୟକ୍ଷ ପ୍ରକାଶ କରିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।