ବଲାଙ୍ଗିର: ପୋଲ ତଳକୁ ଖସିଲା ମିନି ଟ୍ରକ, ୨ ମୃତ, ୫ ଆହତ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ୨୬ ନମ୍ବର ଜାତୀୟ ରାଜପଥର ଛତାମଖନା ନିକଟରେ ଆଜି ସକାଳେ ଏକ ମିନି ଟ୍ରକଟି ଭାରସାମ୍ୟ ହରାଇ ଜାମଶୋର ପୋଲ ତଳକୁ ଖସି ପଡ଼ିବାରୁ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ହୋଇଛନ୍ତି। ୫ଜଣ ଗୁରୁତରଙ୍କୁ ବଲାଙ୍ଗିର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ  ଭର୍ତ୍ତି କରାଯାଇଥିଲା। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ମୃତାହତ ଶ୍ରମିକମାନେ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ବୋଲି ଜଣାପଡ଼ିଛି। ପାଣିପାଇପ […]

truck accident

truck accident

Rakesh Mallick
  • Published: Monday, 30 May 2016
  • Updated: 30 May 2016, 04:22 PM IST

Sports

Latest News

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ୨୬ ନମ୍ବର ଜାତୀୟ ରାଜପଥର ଛତାମଖନା ନିକଟରେ ଆଜି ସକାଳେ ଏକ ମିନି ଟ୍ରକଟି ଭାରସାମ୍ୟ ହରାଇ ଜାମଶୋର ପୋଲ ତଳକୁ ଖସି ପଡ଼ିବାରୁ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ହୋଇଛନ୍ତି। ୫ଜଣ ଗୁରୁତରଙ୍କୁ ବଲାଙ୍ଗିର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ  ଭର୍ତ୍ତି କରାଯାଇଥିଲା। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ମୃତାହତ ଶ୍ରମିକମାନେ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ବୋଲି ଜଣାପଡ଼ିଛି।

ପାଣିପାଇପ କାମ କରିବା ପାଇଁ ଶ୍ରମିକମାନେ ଏକ ମିନିଟ୍ରକରେ ସମ୍ବଲପୁରରୁ ବଲାଙ୍ଗିର ଅଭିମୁଖେ ଯାଉଥିଲେ। ତେବେ ୨୬ ନମ୍ବର ଜାତୀୟ ରାଜପଥ ଛତାମଖନ ନିକଟରେ ମିନି ଟ୍ରକଟି ଭାରସାମ୍ୟ ହରାଇ ଜାମଶୋର ପୋଲ ତଳକୁ ଖସିପଡ଼ିଥିଲା। ବଲାଙ୍ଗିର ସଦର ପୋଲିସ୍ ଶବକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପୋଲିସ ଘଟଣାର ତଦନ୍ତ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story