Advertisment
ବଲାଙ୍ଗିର: ରୁରବାନ୍ ମିଶନରୁ ବାଦ ପଡ଼ିବା ପ୍ରତିବାଦରେ ବଲାଙ୍ଗିର ଜିଲ୍ଲା ତୁଷୁରାରେ ଆଜି ୧୨ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ତୁଷୁରା ନାଗରିକ ମଞ୍ଚ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ଫଳରେ ଜୀବନଯାତ୍ରା ପ୍ରଭାବିତ ହୋଇଛି। ଦୋକାନ, ବଜାର ବନ୍ଦ ରହିବା ସହ ଗାଡ଼ିଚଳାଚଳ ମଧ୍ୟ ବନ୍ଦ ରହିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us