ତାତି ଡେଇଁଲା ୪୦ ଡିଗ୍ରୀ, ବଲାଙ୍ଗିର ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ତାତି ଡେଇଁଲା ୪୦ ଡିଗ୍ରୀ। ଆଜି ରାଜ୍ୟର ୩ଟି ସହର ଦିନର ତାପମାତ୍ରା ୪୦ ଡିଗ୍ରୀ ଓ ତା’ଠାରୁ ଅଧିକ ରହିଛି। ୪୦.୫ ଡ଼ିଗ୍ରୀ ସହ ବଲାଙ୍ଗିର ରାଜ୍ୟର ଉତ୍ତପ୍ତ ସହର। ଟିଟଲାଗଡରେ ୪୦.୨ ଡିଗ୍ରୀ ଓ ଅନୁଗୋଳରେ ତାପମାତ୍ରା ୪୦.୦ ଡିଗ୍ରୀ ରେକର୍ଡ଼ କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌ ଅନୁସାରେ ବାଲେଶ୍ୱରରେ ତାପମାତ୍ରା ୩୫.୦ ଡିଗ୍ରୀ, ଚାନ୍ଦବାଲିରେ ୩୭.୫ ଡିଗ୍ରୀ, କଟକରେ ୩୮.୦ ଡିଗ୍ରୀ, ପାରାଦୀପରେ ୩୨.୬ […]

Heat Wave

Heat Wave

Manoranjan Sial
  • Published: Wednesday, 16 March 2022
  • Updated: 16 March 2022, 07:35 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ତାତି ଡେଇଁଲା ୪୦ ଡିଗ୍ରୀ। ଆଜି ରାଜ୍ୟର ୩ଟି ସହର ଦିନର ତାପମାତ୍ରା ୪୦ ଡିଗ୍ରୀ ଓ ତା’ଠାରୁ ଅଧିକ ରହିଛି। ୪୦.୫ ଡ଼ିଗ୍ରୀ ସହ ବଲାଙ୍ଗିର ରାଜ୍ୟର ଉତ୍ତପ୍ତ ସହର। ଟିଟଲାଗଡରେ ୪୦.୨ ଡିଗ୍ରୀ ଓ ଅନୁଗୋଳରେ ତାପମାତ୍ରା ୪୦.୦ ଡିଗ୍ରୀ ରେକର୍ଡ଼ କରାଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌ ଅନୁସାରେ ବାଲେଶ୍ୱରରେ ତାପମାତ୍ରା ୩୫.୦ ଡିଗ୍ରୀ, ଚାନ୍ଦବାଲିରେ ୩୭.୫ ଡିଗ୍ରୀ, କଟକରେ ୩୮.୦ ଡିଗ୍ରୀ, ପାରାଦୀପରେ ୩୨.୬ ଡିଗ୍ରୀ, ଭୁବନେଶ୍ୱରରେ ୩୭.୬ ଡିଗ୍ରୀ, ଗୋପାଳପୁରରେ ୩୨.୧ ଡିଗ୍ରୀ, ପୁରୀରେ ୩୩.୦ ଡିଗ୍ରୀ ଓ ବାରିପଦାରେ ୩୯.୪ ଡିଗ୍ରୀ ରେକର୍ଡ଼ କରାଯାଇଛି।

ସେହିପରି ଝାରୁସୁଗୁଡ଼ାରେ ୩୯.୬ ଡିଗ୍ରୀ, କେନ୍ଦୁଝରଗଡ଼ରେ ୩୬.୬ ଡିଗ୍ରୀ, ସମ୍ୱଲପୁରରେ ୩୯.୦ ଡିଗ୍ରୀ, ସୁନ୍ଦରଗଡ଼ରେ ୩୮.୦ ଡିଗ୍ରୀ, ହୀରାକୁଦରେ ୩୮.୧ ଡିଗ୍ରୀ, ତାଳଚେରରେ ୩୮.୦ ଡିଗ୍ରୀ, ଭବାନୀପାଟଣାରେ ୩୮.୫ ଡିଗ୍ରୀ, କୋରାପୁଟରେ ୩୬.୦ ଡିଗ୍ରୀ, ଫୁଲବାଣୀରେ ୩୭.୮ ଡିଗ୍ରୀ, ମାଲକାନଗିରିରେ ୩୬.୫ ଡିଗ୍ରୀ, ସୋନପୁରରେ ୩୯.୦ ଡିଗ୍ରୀ, ଦାରିଙ୍ଗବାଡ଼ିରେ ୩୪.୫ ଡିଗ୍ରୀ, ବୌଦ୍ଧରେ ୩୯.୦ ଡିଗ୍ରୀ, ଛତ୍ରପୁରରେ ୩୪.୦ ଡିଗ୍ରୀ, ପାରଳାଖେମୁଣ୍ଡିରେ ୩୫.୦ ଡିଗ୍ରୀ, ଭଦ୍ରକରେ ୩୮.୨ ଡିଗ୍ରୀ ଓ ଯାଜପୁରରେ ୩୮.୨ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଛି।

https://twitter.com/mcbbsr/status/1504078707514028034?s=20&t=F92T-HcEky47_JpAjQsrAQ

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story