ଆଭ୍ୟନ୍ତରୀଣ ଓଡ଼ିଶାରେ ତାତିବ, ଉପକୂଳରେ ଗୁଳୁଗୁଳି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗ୍ରୀଷ୍ମ ପ୍ରବାହ ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ବଢ଼ିବ। ଆଭ୍ୟନ୍ତରୀଣ ଓଡ଼ିଶାରେ କେତେକ ଅଞ୍ଚଳରେ ତାପାମାତ୍ରା ୪୦ ଡିଗ୍ରୀରୁ ଅଧିକ ରହିବ। ଉପକୂଳ ଓଡ଼ିଶାରେ ଗୁଳୁଗୁଳି ଅନୁଭୁତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅନ୍ୟପକ୍ଷରେ ଆଗାମୀ ୨୪ ଘଣ୍ଟା ଭିତରେ ଅର୍ଥାତ (୮ ତାରିଖ ସକାଳ ସାଢ଼େ ୮ଟାରୁ ୯ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ) ବିଜୁଳି ଘଡ଼ଘଡ଼ି ନେଇ ସୁନ୍ଦରଗଡ଼, ମୟୂରଭଞ୍ଜ, […]

Hottest

Hottest

Manoranjan Sial
  • Published: Thursday, 07 April 2022
  • Updated: 07 April 2022, 09:10 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗ୍ରୀଷ୍ମ ପ୍ରବାହ ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ବଢ଼ିବ। ଆଭ୍ୟନ୍ତରୀଣ ଓଡ଼ିଶାରେ କେତେକ ଅଞ୍ଚଳରେ ତାପାମାତ୍ରା ୪୦ ଡିଗ୍ରୀରୁ ଅଧିକ ରହିବ। ଉପକୂଳ ଓଡ଼ିଶାରେ ଗୁଳୁଗୁଳି ଅନୁଭୁତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅନ୍ୟପକ୍ଷରେ ଆଗାମୀ ୨୪ ଘଣ୍ଟା ଭିତରେ ଅର୍ଥାତ (୮ ତାରିଖ ସକାଳ ସାଢ଼େ ୮ଟାରୁ ୯ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ) ବିଜୁଳି ଘଡ଼ଘଡ଼ି ନେଇ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି। ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

https://twitter.com/mcbbsr/status/1512008487395803140?s=20&t=v8zHeXWt_jlVT4gXryJ3YA

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ମିଶ୍ରଙ୍କ କହିବା ଅନୁସାରେ ଆଜି ବଲାଙ୍ଗିରରେ ୪୧.୮ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଟିଟିଲାଗଡ଼ରେ ୪୧.୪ ଡିଗ୍ରୀ, ବୌଦ୍ଧରେ ୪୧ ଡିଗ୍ରୀ, ଝାରସୁଗୁଡ଼ାରେ ୪୦.୬ ଡିଗ୍ରୀ, ଭୁବନେଶ୍ୱରରେ ୩୫.୨ ଡିଗ୍ରୀ, କଟକରେ ୩୪.୪ ଡିଗ୍ରୀ ରେକର୍ଡ କରାଯାଇଛି। କାଳବୈଶାଖୀ ପ୍ରଭାବରେ କୋଟପାଡରେ ୬୬ ମିଲିମିଟର, ସିମିଳିଗୁଡ଼ାରେ ୩୫ ମିଲିମିଟର, ନୂଆପଡ଼ାରେ ୩୪.୮ ମିଲିମିଟର, ରାଇକିଆରେ ୩୦ ମିଲିମିଟର, ଦାରିଙ୍ଗବାଡ଼ିରେ ୨୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ତାହାଛଡ଼ା ରାଜ୍ୟର ଅନ୍ୟ କେତେକ ସ୍ଥାନରେ ମଧ୍ୟ ହାଲ୍‌କା ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

https://twitter.com/mcbbsr/status/1511986010980118530?s=20&t=v8zHeXWt_jlVT4gXryJ3YA

ସେ ଆହୁରି କହିଛନ୍ତି, ଆଗାମୀ ୪ ଦିନ ଧରି ଓଡ଼ିଶାରେ କେତେକ ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଦକ୍ଷିଣ-ପୂର୍ବ ମଧ୍ୟପ୍ରଦେଶ ଉପରେ ସମୁଦ୍ର ପତ୍ତନଠାରୁ  ୩.୧ କିମି ଯାଏଁ ସକ୍ରିୟ ରହିଛି। ଠିକ୍‌ ସେମିତି ଆଉ ଏକ ଘୂର୍ଣ୍ଣି ବଳୟ ଦକ୍ଷିଣ-ପୂର୍ବ ଝାଡ଼ଖଣ୍ଡ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି। ଏହାର ପ୍ରଭାବରେ କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଶ୍ରୀ ଦାସ କହିଛନ୍ତି।

https://youtu.be/5_puxTHpuu0

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story