୩୦ ବଖରା ଘର ଜଳିଗଲା  

ସୋର: ବାଲେଶ୍ୱର ଜିଲ୍ଲା ଔପଦା ବ୍ଲକ୍ ଗଡ଼ସାହି ଗାଁର ଆଦିବାସୀ ସାହିରେ ଗତକାଲି ରାତିରେ ଅଗ୍ନିକାଣ୍ଡ ଘଟି ୧୩ଟି ପରିବାରର ୩୦ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଏଥିରେ ଜଣେ ମହିଳା ଆହତ ହୋଇଛନ୍ତି। ନୀଳଗିରି ଓ ଖଇରାରୁ ଦମକଳ ବାହିନୀ ଆସି ନିଆଁ ଲିଭାଇଥିଲେ। ତେବେ ସେତେବେଳକୁ ସବୁ ଛାରଖାର ହୋଇସାରିଥିଲା। ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ।

gutted-house

Rakesh Mallick
  • Published: Sunday, 11 December 2016
  • , Updated: 11 December 2016, 09:23 AM IST


ସୋର: ବାଲେଶ୍ୱର ଜିଲ୍ଲା ଔପଦା ବ୍ଲକ୍ ଗଡ଼ସାହି ଗାଁର ଆଦିବାସୀ ସାହିରେ ଗତକାଲି ରାତିରେ ଅଗ୍ନିକାଣ୍ଡ ଘଟି ୧୩ଟି ପରିବାରର ୩୦ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଏଥିରେ ଜଣେ ମହିଳା ଆହତ ହୋଇଛନ୍ତି।

ନୀଳଗିରି ଓ ଖଇରାରୁ ଦମକଳ ବାହିନୀ ଆସି ନିଆଁ ଲିଭାଇଥିଲେ। ତେବେ ସେତେବେଳକୁ ସବୁ ଛାରଖାର ହୋଇସାରିଥିଲା। ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ।

Related story