ଗଛରେ ପିଟିହେଲା ଯାତ୍ରୀବାହୀ ବସ୍‌, ୪ ଆହତ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଜଳେଶ୍ୱରର ଶାଳବଣୀ ଛକରେ ଏକ ଯାତ୍ରୀବାହୀ  ବସ୍‌ ଭାରସାମ୍ୟ ହରାଇ ଗଛରେ ପିଟି ହେବା  ଫଳରେ ୪ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଜଳେଶ୍ୱର ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଦୁଇ ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ  କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ବସ୍‌ଟି ଖଡ଼ିକାରୁ ସୁନାକଣିଆ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା

road-accident

Rakesh Mallick
  • Published: Tuesday, 14 March 2017
  • , Updated: 14 March 2017, 11:26 AM IST

Related story