ବାହାବଳପୁର ବାଣ ବିସ୍ଫୋରଣ ମୃତକଙ୍କ ପରିବାର ପାଇଁ ଆର୍ଥିକ ସହାୟତା ଘୋଷଣା

ବାଲେଶ୍ୱର (ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ବାହାବଳପୁର ଗାଁରେ ବାଣ ବିସ୍ଫୋରଣ ଘଟି ୬ ଜଣଙ୍କ ମୃତ୍ୟୁ ହୋଇଇଥିବେ ବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ କଟକ ବଡ଼ ମେଡ଼ିକାଲ ସ୍ଥାନାନ୍ତରିତ କରାଯାଇଛି। ତେବେ ଏଥିପାଇଁ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିବା ସହିତ ମୃତକଙ୍କ ପରିବାର ଓ ହାତଙ୍କ ପାଇଁ ସହାୟତ ଘୋଷଣା କରିଛନ୍ତି। ପ୍ରତି ମୃତକଙ୍କ ପରିବାରକୁ ଦୁଇ ଟଙ୍କା ଓ ଆହତଙ୍କୁ ୫୦,୦୦୦ ଟଙ୍କା ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। […]

Naveen-naxal

Rakesh Mallick
  • Published: Wednesday, 18 October 2017
  • , Updated: 18 October 2017, 09:27 PM IST

ବାଲେଶ୍ୱର (ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ବାହାବଳପୁର ଗାଁରେ ବାଣ ବିସ୍ଫୋରଣ ଘଟି ୬ ଜଣଙ୍କ ମୃତ୍ୟୁ ହୋଇଇଥିବେ ବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ କଟକ ବଡ଼ ମେଡ଼ିକାଲ ସ୍ଥାନାନ୍ତରିତ କରାଯାଇଛି। ତେବେ ଏଥିପାଇଁ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିବା ସହିତ ମୃତକଙ୍କ ପରିବାର ଓ ହାତଙ୍କ ପାଇଁ ସହାୟତ ଘୋଷଣା କରିଛନ୍ତି। ପ୍ରତି ମୃତକଙ୍କ ପରିବାରକୁ ଦୁଇ ଟଙ୍କା ଓ ଆହତଙ୍କୁ ୫୦,୦୦୦ ଟଙ୍କା ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାଛଡ଼ା ଆହତଙ୍କୁ ମାଗଣା ଚିକିତ୍ସା ସେବା ଯୋଗାଇଦେବାକୁ ଜିଲ୍ଲାପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବାହାବଳପୁର ଗାଁରେ ଘଟିଥିବା ବାଣ ବିସ୍ଫୋରଣ ଘଟଣାରେ ସାମୁଦ୍ରିକ ଥାନା ଆଆଇସି ସନ୍ତୋଷ ବେହେରାଙ୍କୁ ସସ୍‌ପେଣ୍ଡ କରାଯାଇଛି।

Related story