ବାଲେଶ୍ୱର: ମଲ୍ଲିକାଶପୁରର ଏକ ଘରୋଇ କଲେଜ ପରିସରରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଯୁବକ ଜଣଙ୍କ ସମର କୋର୍ସ କରିବାକୁ ଆସିଥିଲେ। ତାଙ୍କ ଘର ରୁପସାରେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।