Advertisment

୪ଟି ଦୋକାନ ଜଳିଗଲା: କାରଣ ଅସ୍ପଷ୍ଟ

ବାଲେଶ୍ୱର (ଓଡ଼ିଶା ରିପୋର୍ଟର): ବାଲେଶ୍ୱର ପୋଲିସ ଲାଇନ୍‌ ଶୁଭାରାମପୁର ରାସ୍ତାରେ ଥିବା ୪ଟି ଦୋକାନ ଆଜି ପୋଡ଼ି ଯାଇଛି। ଏଥିରେ ଲକ୍ଷାଧିକ ଟଙ୍କା ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଥିବା ଜଣାପଡ଼ିଛି। ମାତ୍ର ନିଆଁ ଲାଗିବାର ପ୍ରକୃତ କାରଣ ଜଣାପଡ଼ିନଥିଲେ ମଧ୍ୟ ବାଣ ଫୁଟୁଥିବା ସ୍ଥାନୀୟ ଲୋକେ ଶୁଣିବାକୁ ପାଇଛନ୍ତି। ଖବର ପାଇ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁ ଆୟତ୍ତ କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe