ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ରୋଗୀ ମୃତ୍ୟୁକୁ ନେଇ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ଚିକିତ୍ସାରେ ଅବହେଳା ଅଭିଯୋଗ ଆଣି ରୋଗୀଙ୍କ ସଂପର୍କୀୟମାନେ ପାଟିତୁଣ୍ଡ କରିଛନ୍ତି। ଅଭିଯୋଗ ଅନୁସାରେ, ରେମୁଣା ବ୍ଲକ କଲ୍ୟାଣସିଂହପୁରର ଜଣେ ରୋଗୀ ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ଗତ ରାତିରେ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ହେଲେ ଆଜି ସକାଳେ ତାଙ୍କର ମୃତ୍ୟୁ ଘଟିଥିଲା।</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।