ବାଲେଶ୍ୱର ମେଡିକାଲ କଲେଜ ଉଦଘାଟନ ସେପ୍ଟେମ୍ବର ୩ରେ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର) : ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ବାଲେଶ୍ୱରରେ ନବନିର୍ମତ ଫକୀର ମୋହନ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବେ। ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ ପାଇଁ ପ୍ରଶାସନିକସ୍ତରରେ ତତ୍ପରତା ପ୍ରକାଶ ପାଇଛି । ବାଲେଶ୍ୱରରେ ମେଡିକାଲ କଲେଜ ଉଦଘାଟନ ସହ ଏକ ସାଧାରଣ ସଭାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ୩୧ତାରିଖରେ ନବନିର୍ମିତ ବଲାଙ୍ଗୀର ମେଡିକାଲ କଲେଜକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। […]

Balasore-medical-college11

Balasore-medical-college11

Sampad Mahapatra
  • Published: Thursday, 30 August 2018
  • Updated: 30 August 2018, 02:35 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର) : ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ବାଲେଶ୍ୱରରେ ନବନିର୍ମତ ଫକୀର ମୋହନ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବେ।

ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ ପାଇଁ ପ୍ରଶାସନିକସ୍ତରରେ ତତ୍ପରତା ପ୍ରକାଶ ପାଇଛି । ବାଲେଶ୍ୱରରେ ମେଡିକାଲ କଲେଜ ଉଦଘାଟନ ସହ ଏକ ସାଧାରଣ ସଭାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ୩୧ତାରିଖରେ ନବନିର୍ମିତ ବଲାଙ୍ଗୀର ମେଡିକାଲ କଲେଜକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ତେବେ କେନ୍ଦ୍ର ସରକାରଙ୍କ ଅନୁଦାନରେ ନିର୍ମିତ ଏହି କଲେଜର ଉଦଘାଟନ ପାଇଁ କେନ୍ଦ୍ର ସରକାରଙ୍କ ମନ୍ତ୍ରୀ କିମ୍ବା ପ୍ରତିିନିଧିଙ୍କୁ ଆମନ୍ତ୍ରଣ କରାଯାଇ ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos