Advertisment

ବାଲେଶ୍ୱର ମେଡିକାଲ କଲେଜ ଉଦଘାଟନ ସେପ୍ଟେମ୍ବର ୩ରେ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର) : ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ବାଲେଶ୍ୱରରେ ନବନିର୍ମତ ଫକୀର ମୋହନ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବେ। ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ ପାଇଁ ପ୍ରଶାସନିକସ୍ତରରେ ତତ୍ପରତା ପ୍ରକାଶ ପାଇଛି । ବାଲେଶ୍ୱରରେ ମେଡିକାଲ କଲେଜ ଉଦଘାଟନ ସହ ଏକ ସାଧାରଣ ସଭାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ୩୧ତାରିଖରେ ନବନିର୍ମିତ ବଲାଙ୍ଗୀର ମେଡିକାଲ କଲେଜକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। […]

ଫୁଲବାଣୀରେ ମେଡିକାଲ କଲେଜକୁ କ୍ୟାବିନେଟ ମଞ୍ଜୁରୀ

Balasore-medical-college11

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର) : ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ବାଲେଶ୍ୱରରେ ନବନିର୍ମତ ଫକୀର ମୋହନ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବେ।

Advertisment

ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ ପାଇଁ ପ୍ରଶାସନିକସ୍ତରରେ ତତ୍ପରତା ପ୍ରକାଶ ପାଇଛି । ବାଲେଶ୍ୱରରେ ମେଡିକାଲ କଲେଜ ଉଦଘାଟନ ସହ ଏକ ସାଧାରଣ ସଭାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ୩୧ତାରିଖରେ ନବନିର୍ମିତ ବଲାଙ୍ଗୀର ମେଡିକାଲ କଲେଜକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ତେବେ କେନ୍ଦ୍ର ସରକାରଙ୍କ ଅନୁଦାନରେ ନିର୍ମିତ ଏହି କଲେଜର ଉଦଘାଟନ ପାଇଁ କେନ୍ଦ୍ର ସରକାରଙ୍କ ମନ୍ତ୍ରୀ କିମ୍ବା ପ୍ରତିିନିଧିଙ୍କୁ ଆମନ୍ତ୍ରଣ କରାଯାଇ ନାହିଁ।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe