ଚିକିତ୍ସା ଅବହେଳାରୁ ରୋଗୀର ମୃତ୍ୟୁ ଅଭିଯୋଗ, ଥାନାରେ ଏତଲା

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଡାକ୍ତରଙ୍କ ଅବହେଳାରୁ ତାଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ କରି ତାଙ୍କ ପରିବାର ଲୋକେ ଥାନାରେ ଏତଲା ଦେଇଛନ୍ତି। ମୃତ ରୋଗୀଙ୍କ ନାଁ ଭାଗ୍ୟଶ୍ରୀ ପତି। ତାଙ୍କ ଘର ସିଂଲା ଥାନା ଅନ୍ତର୍ଗତ ରାଇପୁର ଗାଁରେ। ତାଙ୍କ କାନରେ ଯନ୍ତ୍ରଣା ହେଉଥିଲା। ତାଙ୍କୁ ପ୍ରଥମେ ସିଂଲା ଡାକ୍ତରଖାନା ନିଆଯାଇଥିଲା। ପରେ ତାଙ୍କୁ ବସ୍ତା ଡାକ୍ତରଖାନାରେ ଭର୍ତ୍ତି କରାଗଲା। ଅବସ୍ଥା ଗୁରୁତର […]

balasoredeath

balasoredeath

Rakesh Mallick
  • Published: Tuesday, 07 February 2017
  • Updated: 07 February 2017, 12:29 PM IST

Sports

Latest News

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଡାକ୍ତରଙ୍କ ଅବହେଳାରୁ ତାଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ କରି ତାଙ୍କ ପରିବାର ଲୋକେ ଥାନାରେ ଏତଲା ଦେଇଛନ୍ତି।

ମୃତ ରୋଗୀଙ୍କ ନାଁ ଭାଗ୍ୟଶ୍ରୀ ପତି। ତାଙ୍କ ଘର ସିଂଲା ଥାନା ଅନ୍ତର୍ଗତ ରାଇପୁର ଗାଁରେ। ତାଙ୍କ କାନରେ ଯନ୍ତ୍ରଣା ହେଉଥିଲା। ତାଙ୍କୁ ପ୍ରଥମେ ସିଂଲା ଡାକ୍ତରଖାନା ନିଆଯାଇଥିଲା। ପରେ ତାଙ୍କୁ ବସ୍ତା ଡାକ୍ତରଖାନାରେ ଭର୍ତ୍ତି କରାଗଲା। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଆଜି ସକାଳେ ତାଙ୍କର ମୃତ୍ୟୁ ଘଟିଥିଲା। ଚିକିତ୍ସାରେ ଅବହେଳା ପାଇଁ ତାଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି।

ଅନ୍ୟପକ୍ଷରେ ଘଟଣା ସଂପର୍କରେ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବାଲେଶ୍ୱର ଏଡିଏମ୍‌ଓ ଶଶାଙ୍କ ଶେଖର ଚୌଧରୀ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story