ଜୁନ ୨ରେ ଘଟିଥିଲା ବାହାନଗା ଟ୍ରେନ ଦୁର୍ଘଟଣା । ଟ୍ରେନ ଟ୍ରାଜେଡିକୁ ମାସେ ପୁରିଯାଇଛି ସତ , ହେଲେ ଏବେ ବି ଶବ ଅପେକ୍ଷାରେ ଅନେକ ପରିବାର । ଇଏ ହେଉଛି ବାଲେଶ୍ୱର ରେମୁଣା ବ୍ଲକ ପଦାବଡଗାଁର ମଞ୍ଜୁମଣୀ ପାତ୍ରଙ୍କ ଫଟୋ । ସେଦିନ ଝିଅର ଚିକିତ୍ସା ପାଇଁ ଡାକ୍ତରଙ୍କୁ ସାକ୍ଷାତ କରିବା ପାଇଁ କରମଣ୍ଡଳରେ ବାଲେଶ୍ୱରରୁ କଟକ ଯାଉଥିଲେ । ଟ୍ରେନର୍ ବସିବାପରେ ଘରକୁ ଫୋନ କରି ବି ଜଣାଇଥିଲେ । ହେଲେ ଦୃର୍ଘଟଣା ପରେ ମିଳିନଥିଲା ମଞ୍ଜୁମଣୀଙ୍କର ପତ୍ତା ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Science & Environment
ଏନକ୍ଲୋଜରକୁ ଗଲା ବାଘୁଣୀ ଜିନତ୍, ୨୪ ଘଣ୍ଟା ରହିବ ନଜର
ଗତକାଲି ତା’ ନାଁ ଗଙ୍ଗା ବୋଲି କୁହାଯାଉଥିବା ବେଳେ ଆଜି କିନ୍ତୁ ଉକ୍ତ ବାଘୁଣୀର ନାଁ ‘ ଜିନତ୍’ ବୋଲି କହିଛନ୍ତି ପିସିସିଏଫ ।
Crime
ମା’ ପାଲଟିଗଲା ପଥର; ଛୁଆଙ୍କୁ ଚେଙ୍କ ଦେଲା ପ୍ରେମିକ
ବାପା ଥାଉ ଥାଉ ଅନୈତିକ ସମ୍ପର୍କରେ ବୁଡ଼ି ରହିଥିଲା ମା’ । ଏହାକୁ ବିରୋଧ କରିବା ପିଲାଙ୍କ ପାଇଁ କାଳ ହେଲା। ପାଟି ଫିଟାଇବାର ଶାସ୍ତି ସ୍ୱରୁପ ମା’ ଆଗରେ ପିଲାଙ୍କୁ ଚେଙ୍କ ଦେଇ ଚାଲିଲା ତାଙ୍କ ପ୍ରେମିକ ।
Accident
ସକାଳୁ ଫାଟିଲା ଗ୍ୟାସ୍ ସିଲିଣ୍ଡର, ୩ ଗୁରୁତର
ଗ୍ୟାସ୍ ସିଲିଣ୍ଡର ଫାଟି ୩ ଜଣ ଗୁରୁତର ହୋଇଛନ୍ତି। ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ମେଡିକାଲ ଓ ଅନ୍ୟ ଜଣଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି।
Accident
ଟ୍ରେନ୍ ଆଗକୁ ଡେଇଁ ପଡ଼ିଲେ ବ୍ୟାଙ୍କ କର୍ମଚାରୀ, ମିଳିଲା...
ଭଦ୍ରକ ଜିଲ୍ଲା କେନ୍ଦୁଆପଦା ରେଲୱେ ଷ୍ଟେସନ ଧାରଣାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଠାବ ହୋଇଛି।
Accident
କାର୍ତ୍ତିକ ପୂର୍ଣ୍ଣିମାରେ ଅଘଟଣ; ଡଙ୍ଗାରୁ କଏନ ସଂଗ୍ରହ କରୁ କରୁ ବୁଡ଼ିଗଲେ ନାବାଳିକା
ଭସା ଯାଇଥିବା ଡଙ୍ଗାରୁ କଏନ ସଂଗ୍ରହ କରିବାକୁ ଯାଇ ପାଣିରେ ବୁଡ଼ିଗଲେ ନାବାଳିକା। ମୃତା ନାବାଳିକାଙ୍କ ବୟସ ୧୨ ବର୍ଷ ହେବ ବୋଲି ଜଣାଯାଇଛି।