ବାଲେଶ୍ୱର ଜିଲ୍ଲା ଟାମୁଳିଆ ଓଭର ବ୍ରିଜ ଉପରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇ ବସ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଡ୍ରାଇଭର ସମେତ ୧୬ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ଆଜି ସକାଳେ ଯାତ୍ରୀବାହୀ ବସ୍ ‘ମନିସା’ ଯାତ୍ରୀମାନଙ୍କୁ ଯାଉଥିବା ବେଳେ ବୀପରିତ ଦିଗରୁ ଆସୁଥିବା ଯାତ୍ରୀବାହୀ ବସ୍ ‘ସାଇ ଅରବିନ୍ଦ’ସହ ମୁହାଁମୁହିଁ ଧକ୍କା ହୋଇଥିଲା। ସ୍ଥାନୀୟ ଲୋକଙ୍କ ସହାୟତାରେ ପୁଲିସ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ଦୁର୍ଘଟଣାରେ ‘ମନିସା’ ବସ୍ର ଡ୍ରାଇଭରର ଅବସ୍ଥା ଗୁରୁତର ରହିଛି।
Also Read
ଅଣ ଓସାରିଆ ବ୍ରିଜ ଯୋଗୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ଦୁର୍ଘଟଣାରେ ଦୁଇଟି ବସ୍ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି। ପୁଲିସ ଦୁଇଟି ବସ୍କୁ ଜବତ କରି ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବଲ୍ ପାଇଁ ସାନ ଭାଇ ସହିତ ହୋଇଥିଲା ଝଗଡ଼ା, ଗଛରୁ ମିଳିଲା ଝୁଲନ୍ତା ମୃତଦେହ
ପଞ୍ଚମ ଶ୍ରେଣୀରେ ପଢୁଥିବା ସାନ ଭାଇ ବୁଝି ଯାଇଥିଲେ, କିନ୍ତୁ ଯୁକ୍ତ ଦୁଇରେ ପଢୁଥିବା ଗୌତମ ବୁଝି ନଥିଲେ।
Accident
ବାପାଙ୍କ ସହ ଟ୍ୟୁସନରୁ ଫେରୁଥିବା ବେଳେ ପିଟି ଦେଲା ଟ୍ରାକ୍ଟର, ୬ ବର୍ଷର ଶିଶୁ କନ୍ୟା ମୃତ
ଦ୍ରୁତ ଗତିରେ ଆସୁଥିବା ଟ୍ରାକ୍ଟର ଧକ୍କାରେ ପ୍ରଦୀପ ଓ ସୁପ୍ରିୟା ବାଇକ୍ରୁ ଛିଟିକି ପଡ଼ିଥିଲେ।
Miscellaneous
ପୂରଣ ହେଲା ନୀଳଗିରିବାସୀଙ୍କ ସ୍ୱପ୍ନ
ଟ୍ରେନଟି ପ୍ରତିଦିନ ତିନି ଥର ନୀଳଗିରିରୁ ବାଲେଶ୍ୱରକୁ ଯିବା ଆସିବା କରିବ।
Crime
ଧରମ ବାପା ଥିଲେ; ସ୍ୱାମୀ କରିବାକୁ ଚାହୁଁଛି !
୨୫ ବର୍ଷୀୟ ଯୁବତୀଙ୍କୁ ଧରମ ଝିଅ କରିଥିଲେ। ପରେ ତାଙ୍କୁ ନିଜଘରକୁ ନେଇ ଯାଇଥିଲେ। ନିଜ ଝିଅ ଠାରୁ ଅଧିକ ଯତ୍ନ ନେଉଥିଲେ। ହେଲେ କିଛି ଦିନର ରହଣୀ ଭିତରେ ସେ ଧରମ ଝିଅ ଉପରେ ପାପ ନଜର ପକାଇ ଥିଲେ। ତାଙ୍କ ସହିତ ଶାରୀରିକ ସମ୍ପର୍କ ରଖିବା ପାଇଁ ଚାହିଁ ଥିଲେ।