ବାହାନଗାରେ ଭୟାବହ ଟ୍ରେନ୍ ଦୁର୍ଘଟଣା: ଜରୁରୀକାଳୀନ ନମ୍ବର ଜାରି, ଘଟଣା ସ୍ଥଳକୁ ଗଲେ SRC

Howrah helpline - 033 26382217 KGP helpline - 8972073925, 9332392339 BLS helpline - 8249591559, 7978418322 SHM helpline - 9903370746 MAS helpline - 044 25330952, 044 25330953, 044 25354771

Train Accident PhotoOR

ବଗିରୁ ଲୋକଙ୍କୁ ଉଦ୍ଧାର କରୁଛନ୍ତି ସ୍ଥାନୀୟ ଲୋକେ

Ordigital Desk
  • Published: Friday, 02 June 2023
  • Updated: 02 June 2023, 09:05 PM IST

Sports

Latest News

ବାଲେଶ୍ୱରର ବାହାନଗା ଷ୍ଟେସନ ନିକଟରେ କରମଣ୍ଡଳ ଏକ୍ସପ୍ରେସ୍ ଆଜି ସନ୍ଧ୍ୟାରେ ଏକ ଭୟାବହ ଦୁର୍ଘଟଣାର ଶିକାର ହୋଇଛି । ମାଲବାହୀ ଟ୍ରେନ ସହ ମୁହାଁମୁହିଁ ଧକ୍କା ଯୋଗୁ କରମଣ୍ଡଳ ଏକ୍ସପ୍ରେସର ୫ଟି ବଗି ଓଲଟି ପଡ଼ିଥିବା ଯୋଗୁ ବହୁ ସଂଖ୍ୟାରେ ଯାତ୍ରୀ ମୃତାହତ ହୋଇଥିବାର ଆଶଙ୍କା କରାଯାଉଛି। ୧୦ ଆହତଙ୍କୁ ବାଲେଶ୍ୱର ମେଡ଼ିକାଲ୍‌ କଲେଜକୁ ପଠାଯାଇଛି। ଏକ ଡାକ୍ତରୀ ଦଳ ଓ ଦୁଇ ଅଗ୍ନିଶମ ଟିମ୍‌କୁ ଦୁର୍ଘଟଣାସ୍ଥଳକୁ ପଠାଯାଇଛି। ଏହାସହିତ ବାଲେଶ୍ୱର ଅତିରିକ୍ତ ଜିଲ୍ଲାପାଳ ସୁଚାରୁ ବଳଙ୍କୁ ଘଟଣାସ୍ଥଳରେ ଉପସ୍ଥିତ ରହି ଉଦ୍ଧାରକାର୍ଯ୍ୟ ତଦାରକ କରିବାକୁ କୁହାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ସ୍ୱତନ୍ତ୍ର ରିଲିଫ୍‌ କମିଶନର ସତ୍ୟବ୍ରତ ସାହୁ ଓ ବରିଷ୍ଠ ଅଧିକାରୀମାନେ ଘଟଣା ସ୍ଥଳ ଅଭିମୁଖେ ଗସ୍ତ କରିଛନ୍ତି।

Also Read

ଯାତ୍ରୀଙ୍କୁ ଉଦ୍ଧାର ଓ ତତ୍କାଳ ମେଡିକାଲ ଚିକିତ୍ସା ସୁବିଧା ଦେବା ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଥିବାବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଜରୁରୀକାଳୀନ କଣ୍ଟ୍ରୋଲରୁମ୍ ନମ୍ବର ଜାରି ହୋଇଛି । ବାଲେଶ୍ୱରଠାରେ ସରକାରଙ୍କ ପକ୍ଷରୁ ସ୍ଥାପନ ହୋଇଥିବା ଏହି କଣ୍ଟ୍ରୋଲରୁମ ନମ୍ବର ହେଲା  ୬୭୮୨୨୬୨୨୮୬ (ମୋବାଇଲ ଫୋନ୍ ନମ୍ବର)। ସେହିପରି ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ଏକ କଣ୍ଟ୍ରୋଲ୍‌ ରୁମ୍‌ ଖୋଲା ଯାଇଛି। ସେହି ନମ୍ୱର ହେଲା ୦୬୭୪- ୨୫୩୪୧୭୭। ଜରୁରୀକାଳୀନ ସୂଚନା ପାଇଁ ଏହି ନମ୍ବର ସହ ଯୋଗାଯୋଗ କରିବାକୁ ପରାମର୍ଶ ଦିଆଯାଇଛି । ଏହାସହିତ ଯାତ୍ରୀଙ୍କୁ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ଭଦ୍ରକରୁ ୫ଟି ଆମ୍ବୁଲାନ୍ସ ଦୁର୍ଘଟଣାସ୍ଥଳକୁ ପଠାଯାଇଛି ।

ଉଲ୍ଲେଖଯୋଗ୍ୟ, ଏହି ଟ୍ରେନର ୫ଟି ବଗି ତଳେ  ପ୍ରାୟ ୪୦୦ ଯାତ୍ରୀ ଏବେବି ଟ୍ରେନ ତଳେ ଚାପି ହୋଇ ରହିଥିବାବେଳେ  ଉଦ୍ଧାର କାର୍ଯ୍ୟ ପାଇଁ ଓଡ୍ରାଫ ଓ ଏନଡିଆରଏଫ ଟିମକୁ ଘଟଣାସ୍ଥଳକୁ ଯିବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ରାତିର ଅନ୍ଧାର ଯୋଗୁ ଉଦ୍ଧାର କାର୍ଯ୍ୟରେ ସମସ୍ୟା ଲାଗି ରହିଥିବାବେଳେ ଖବର ଲେଖାଯିବା ପର୍ଯ୍ୟନ୍ତ  ପ୍ରଶାସନ ଘଟଣାସ୍ଥଳରେ ପହଂଚି ନଥିବା ଜଣାପଡ଼ିଛି । ଅଗ୍ନିଶମ ବାହିନୀର ଯବାନମାନେ ସେଠାରେ ପହଂଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି।  ଯାତ୍ରୀଙ୍କ ମୃତ୍ୟୁ ସଂଖ୍ୟା ସଠିକ ଜଣାପଡ଼ିନଥିଲେ ମଧ୍ୟ ବେଶ୍‌ ଅଧିକ ଥିବା ଆଶଙ୍କା କରାଯାଉଛି। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story