ଜଳେଶ୍ୱର: ଲଗାଣ ବର୍ଷା ଯୋଗୁଁ ଉତ୍ତର ଓଡ଼ିଶାରେ ଦେଖାଦେଇଥିବା ବନ୍ୟା ପରିସ୍ଥିତି ଏବେ ବି ଗମ୍ଭୀର ରହିଛି। ବାଲେଶ୍ୱର ଜିଲ୍ଲା ବାଲିଆପାଳରେ ବନ୍ୟାପାଣିରେ ଭାସି ଯାଇଥିବା ଦୁଇ ଜଣଙ୍କର ମୃତଦେହକୁ ଗୁରୁବାର ଉଦ୍ଧାର କରାଯାଇଛି। ଚୌଧୁରୀକୁଦ ନିକଟରେ ରାସ୍ତା ଅତିକ୍ରମ କରୁଥିବା ବେଳେ ଏ ଦୁଇ ଜଣ ଭାସି ଯାଇଥିଲେ। ସୁବର୍ଣ୍ଣରେଖା ନଦୀର ରାଜଘାଟଠାରେ ବନ୍ୟାଜଳ ବିପଦସଙ୍କେତ ଉପରେ ପ୍ରବାହିତ ହେଉଥିବା ଲେବି ଜଳପତ୍ତନ ଏବେ ସ୍ଥିର ଥିବା ଜଣାପଡ଼ିଛି। ଏହାର ପ୍ରଭାବରେ ଭୋଗରାଇ ବ୍ଲକ ଦହମୁଣ୍ଡା-ଉଲୁଡା ରାସ୍ତାରେ ଏକ ୩୫ଫୁଟର ଘାଇ ହେବା ଯୋଗୁଁ ଏହା ଦହମୁଣ୍ଡା ଗ୍ରାମ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ବାଲିଆପାଳ ବ୍ଲକ୍ କାଳରୁହି-ଲକରୋଡ, ବିଷ୍ଣୁପୁର-ତହସିଲ ରୋଡ, କୁଦମାନସିଂ-ବାଲିଆପାଳ ଆଦିରାସ୍ତାରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ୨୦ରୁ ଉର୍ଦ୍ଦ୍ୱ ଗ୍ରାମବାସୀ ପ୍ରଭାବିତ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଭିଣୋଇ ଓ ସ୍ୱାମୀଙ୍କ ପରେ ଜେଲ୍ ଗଲେ ସ୍କୁଟି ଦିଦି
ଦୁଇ ବର୍ଷ ତଳେ ପଶ୍ଚିମବଙ୍ଗ ଏସ୍ଟିଏଫ୍ ହାତରେ ଧରା ପଡ଼ିଥିଲେ ରୁକ୍ସାନାଙ୍କ ଭିଣୋଇ ଏସ୍.କେ ରସିଦ। କୋଲକାତାରୁ ତାଙ୍କୁ ଗିରଫ କରିଥିଲା ଏସ୍ଟିଏଫ୍ ଟିମ୍। କାର ସହ ୧୦ ଲକ୍ଷ ଟଙ୍କାର ହେରୋଇନ୍ ତାଙ୍କଠାରୁ ଜବତ କରିଥିଲା।
Miscellaneous
କ୍ୟାପିଟାଲ ହସ୍ପିଟାଲରେ ବଢିବ ଆଇସିୟୁ ବେଡ୍ ସଂଖ୍ୟା
୪୦ ଆଇସିୟୁ ବେଡ୍ ବିଶିଷ୍ଟ ହେବ କ୍ୟାପିଟାଲ ହସ୍ପିଟାଲ। ବନ୍ଦ ରହିଥିବା ମିଶନ ଶକ୍ତି କାଫେକୁ ମଧ୍ୟ ଏସଏଚଜି ମହିଳାଙ୍କୁ ହସ୍ତାନ୍ତର କରି ଚାଲୁ କରାଯିବ। ରୋଗୀ କଲ୍ୟାଣ ସମିତି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି।
Weather
ଆସୁଛି ଆଉ ଏକ ଲଘୁଚାପ!
କୁହୁଡି ନେତା ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଝାରସୁଗୁଡ଼ା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ୱଲପୁର, ବରଗଡ଼, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ହେବାର ସମ୍ଭାବନା ରହିଛି।
Miscellaneous
ପୁଅ ଜନ୍ମ ଦିନକୁ ଖାସ କରିବାକୁ ପ୍ରୟାସ, ଆୟୋଜନ କଲେ ରକ୍ତଦାନ ଶିବିର
ସବୁ ବାପାମା’ ନିଜ ପିଲାଙ୍କ ଜନ୍ମ ଦିନକୁ ଧୁମଧାମରେ ପାଳନ କରିଥାନ୍ତି। ଏଥିପାଇଁ କିଏ ବଡ଼ ପାର୍ଟିର ଆୟୋଜନ କରିଥାଏ ତ କିଏ ବନ୍ଧୁବାନ୍ଧବଙ୍କୁ ଭୋଜି ଭାତରେ ଆପାୟିତ କରି ଖୁସି ହୋଇଥାଏ।
Crime
୬ ମାସ ଶିଶୁପୁତ୍ରର ସନ୍ଦେହଜନକ ମୃତ୍ୟୁ; ବାପାମା’ ହତ୍ୟା କରିଥିବା ଅଭିଯୋଗ
ଶିଶୁଟିକୁ ତାର ବାପାମା’ ହତ୍ୟା କରିଥିବା ଅଭିଯୋଗ ଆଣି ଥାନାରେ ଦ୍ୱାରସ୍ଥ ହୋଇଛନ୍ତି ଗ୍ରାମବାସୀ।