ବାଲେଶ୍ୱର: ରୁକ୍ସା ଥାନା ପୋଡାଡିହା ନିକଟରେ ଏକ ଟ୍ରକ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ପୋଡାଡିହା ଗାଁର ଲକ୍ଷ୍ମୀଧର ଜେନାଙ୍କ ପୁଅ ପ୍ରିତମ । ଦୁର୍ଘଟଣା ପରେ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା । ମୃତ ପ୍ରିତମଙ୍କ ପରିବାର ଲୋକେ ଓ ଗ୍ରାମବାସୀ କ୍ଷତିପୂରଣ ଯୋଗାଇ ଦେବା ଦାବିରେ ରାସ୍ତାରେ ଶବ ରଖି ଅବରୋଧ କରିଥିଲେ । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଟ୍ରକ ଜବତ କରିବା ସହ ଡ୍ରାଇଭରଙ୍କୁ ଅଟକ ରଖିଛି ତଦନ୍ତ ଚଳାଇଛି। ୬୦ ନମ୍ୱର ଜାତୀୟ ରାଜପଥର ରୁକ୍ସା ରେଳ ଷ୍ଟେଶନକୁ ଯାଉଥିବା ରାସ୍ତାର ପୋଡାଡିହା ଛକଠାରେ ଟ୍ରକଟି ସାମନା ପଟୁ ସାଇକେଲରେ ଆସୁଥିବା ପ୍ରିତମଙ୍କୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲ ନେବା ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଭୁବନେଶ୍ୱରରେ ପ୍ରବାସୀ ଭାରତୀୟଙ୍କ ମହାକୁମ୍ଭ, ଆଜି ଉଦଘାଟନ କରିବେ ମୋଦି
ଗତ ରାତିରେ ପ୍ରଧାନମନ୍ତ୍ରୀ ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଆଜି ସକାଳ ୧୦ଟାରୁ ସାଢେ ୧୧ଟା ଯାଏ ମୋଦି ଜନତା ମୈଦାନରେ ରହିବା କାର୍ଯ୍ୟକ୍ରମ ରହିଛି।
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା: ଆସନ୍ତା ସପ୍ତାହରେ ହେବ ଏମଓୟୁ
କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ ଏଲଏସ୍ ଚ୍ୟାନସେନଙ୍କ ଅଧ୍ୟକ୍ଷତାରେ ଏକ ଟିମ୍ ଓଡ଼ିଶା ଆସି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଏସ.ଅଶ୍ୱସ୍ଥି, ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଡି.ବୃନ୍ଦା ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି ।
Politics
ମୋ ମନ ଶାନ୍ତ ହୋଇନି, ସମୟକୁ ଅପେକ୍ଷା କରିଛି: ପ୍ରଦୀପ
ବିଜେଡି ଶାସନକାଳରେ ହୋଇଥିବା ମାମଲା ମଧ୍ୟରୁ ଗତକାଲି ୨ଟି ଓ ଆଜି ୩ଟି ମାମଲାରେ ଜେଏମଏଫସି କୋର୍ଟଙ୍କ ଦ୍ୱାରା ଦୋଷମୁକ୍ତ ହେବାପରେ ବ୍ରହ୍ମପୁର ସାଂସଦ ଶ୍ରୀ ପାଣିଗ୍ରାହୀ ନବୀନ ପଟ୍ଟନାୟକ, ଭିକେ ପାଣ୍ଡିଆନ ଓ ଷଡ଼ଯନ୍ତ୍ରକାରୀଙ୍କ ଉପରେ ବର୍ଷିଛନ୍ତି ।
Miscellaneous
ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦି
ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଂଚିବା ପରେ ତାଙ୍କୁ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟମାନେ ତାଙ୍କୁ ସ୍ୱାଗତ କରିଥିଲେ ।
Politics
‘ଓଡ଼ିଶାକୁ ଲୁଟ୍ ପାଇଁ ପାଣ୍ଡିଆନ୍ଙ୍କୁ ଠିକା ଦେଇଥିଲେ ନବୀନ’
ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ଆହୁରି କହିଛନ୍ତି, ବିଜେଡି ସରକାରରେ CMOକୁ କରପସନ, କମିଶନ ଓ କଲେକ୍ସନର ହବ୍ କରାଯାଇଥିଲା। ନାଁ ନନେଇ ଜଣେ ବରିଷ୍ଠ IPSଙ୍କୁ ଟାର୍ଗେଟ୍ କରିଛନ୍ତି ପ୍ରଦୀପ।