ଭିଜିଲାନ୍ସ ଜାଲରେ ବାଲିଅନ୍ତା ତହସିଲ ଅମିନ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ବାଲିଅନ୍ତା ତହସିଲ ଅମିନ ଫକୀରମୋହନ ଜେନା। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଭିଜିଲାନ୍ସ ତାଙ୍କ ଘର ଉପରେ ଚଢ଼ାଉ କରିଛି। ଭିଜିଲାନ୍ସ ଟିମ୍ ବାଲିଅନ୍ତା, ଭୁବନେଶ୍ୱର ଓ ପୁରୀ ସମେତ ୫ଟି ସ୍ଥାନରେ ଚଢ଼ାଉ ଜାରି ରଖିଛି।