ଭିଜିଲାନ୍ସ ଜାଲରେ ବାଲିଅନ୍ତା ତହସିଲ ଅମିନ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ବାଲିଅନ୍ତା ତହସିଲ ଅମିନ ଫକୀରମୋହନ ଜେନା। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଭିଜିଲାନ୍ସ ତାଙ୍କ ଘର ଉପରେ ଚଢ଼ାଉ କରିଛି। ଭିଜିଲାନ୍ସ ଟିମ୍ ବାଲିଅନ୍ତା, ଭୁବନେଶ୍ୱର ଓ ପୁରୀ ସମେତ ୫ଟି ସ୍ଥାନରେ ଚଢ଼ାଉ ଜାରି ରଖିଛି।

Rakesh Mallick
  • Published: Monday, 16 October 2017
  • Updated: 16 October 2017, 02:47 PM IST

Sports

Latest News

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ବାଲିଅନ୍ତା ତହସିଲ ଅମିନ ଫକୀରମୋହନ ଜେନା। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଭିଜିଲାନ୍ସ ତାଙ୍କ ଘର ଉପରେ ଚଢ଼ାଉ କରିଛି। ଭିଜିଲାନ୍ସ ଟିମ୍ ବାଲିଅନ୍ତା, ଭୁବନେଶ୍ୱର ଓ ପୁରୀ ସମେତ ୫ଟି ସ୍ଥାନରେ ଚଢ଼ାଉ ଜାରି ରଖିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos