ଆଜି ମହାପ୍ରଭୁଙ୍କ ବଳିବାମନ ବେଶ 

ପୁରୀ(ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିରରେ ଗତକାଲି ବାମନ ଜନ୍ମ ନୀତି ସଂପନ୍ନ ହେବା ପରେ ଆଜି ମହାପ୍ରଭୁଙ୍କର ବଳିବାମନ ବେଶ ଅନୁଷ୍ଠିତ ହେବ। ବାମନ ରୂପୀ ବାଳକ ବେଶରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ। ଶ୍ରୀବଳଭଦ୍ର ରାଜବେଶ ଧାରଣ କରିବାକୁ ଥିବାବେଳେ ଦେବୀ ସୁଭଦ୍ରା ସାଧାରଣ ବେଶରେ ସଜିତ ହେବେ। ଆଜି ଶ୍ରୀମନ୍ଦିରରେ ଦ୍ୱିପ୍ରହର ଧୂପ ସରିବା ପରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ବାମନ ବେଶରେ ସଜିତ କରାଯିବ। ବଡ଼ସିଂହାର ପୂଜା ପର୍ଯ୍ୟନ୍ତ ଏହି ବେଶ ରହିବ। ମହାପ୍ରଭୁଙ୍କ […]

puri

puri

Tapaswini Nayak
  • Published: Thursday, 08 September 2022
  • Updated: 08 September 2022, 02:29 PM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିରରେ ଗତକାଲି ବାମନ ଜନ୍ମ ନୀତି ସଂପନ୍ନ ହେବା ପରେ ଆଜି ମହାପ୍ରଭୁଙ୍କର ବଳିବାମନ ବେଶ ଅନୁଷ୍ଠିତ ହେବ। ବାମନ ରୂପୀ ବାଳକ ବେଶରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ। ଶ୍ରୀବଳଭଦ୍ର ରାଜବେଶ ଧାରଣ କରିବାକୁ ଥିବାବେଳେ ଦେବୀ ସୁଭଦ୍ରା ସାଧାରଣ ବେଶରେ ସଜିତ ହେବେ।

ଆଜି ଶ୍ରୀମନ୍ଦିରରେ ଦ୍ୱିପ୍ରହର ଧୂପ ସରିବା ପରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ବାମନ ବେଶରେ ସଜିତ କରାଯିବ। ବଡ଼ସିଂହାର ପୂଜା ପର୍ଯ୍ୟନ୍ତ ଏହି ବେଶ ରହିବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ସ୍ୱର୍ଣ୍ଣ ଅଳଙ୍କାର ବିଭୂଷିତ କରାଯିବ। ମହାପ୍ରଭୁ ବିଷ୍ଣୁ ପଞ୍ଚମ ଅବତାରରେ ବାମନ ରୂପ ନେଇ ବଳି ମହାରାଜଙ୍କୁ ପାତାଳରେ ଚାପି ଦେଇଥିଲେ। ସେହି ସ୍ମୃତିକୁ ବହନ କରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାବନ ବେଶ ଶହ ଶହ ବର୍ଷ ବର୍ଷ ଧରି ଅନୁଷ୍ଠିତ ହୋଇ ଆସୁଛି।

ଶ୍ରୀଜଗନ୍ନାଥ ସଂସ୍କୃତି ଗବେଷକ ଡକ୍ଟର ଶରତ ଚନ୍ଦ୍ର ମହାନ୍ତି କହିଛନ୍ତି, ଆଜି ମହାପ୍ରଭୁ ବଟୁ ବ୍ରାହ୍ମଣ ବେଶ ଧାରଣ କରିବେ।  ମହଣ ମହଣ ସୁନାରେ ମହାପ୍ରଭୁ ସଜେଇ ହେବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story