ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି: ସାଢ଼େ ଚାରି ଘଣ୍ଟା ଦର୍ଶନ ବନ୍ଦ

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ପରମ୍ପରା ମୁତାବକ ଏହି ଅବସରରେ ଶ୍ରୀଜୀଉଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଇଥାଏ। ଶ୍ରୀମନ୍ଦିର ସତ୍ତ୍ୱଲିପି ଅନୁସାରେ ଆଜି ଦ୍ୱିତୀୟ ଭୋଗମଣ୍ଡପ ପରେ ଚତୁର୍ଦ୍ଧାମୂର୍ତ୍ତୀଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏଥିପାଇଁ ୪ ଘଣ୍ଟା ଧରି ଦର୍ଶନ ବନ୍ଦ ରହିବ ବୋଲି ସୂଚନା ମିଳିଛି।  ଦିନ ୩ଟା ୩୦ରୁ ରାତି ୮ଟା ଯାଏଁ ଦର୍ଶନ ବନ୍ଦ ରହିବ ବୋଲି ଆଶା କରାଯାଉଛି। ବନକଲାଗିରେ ମହାପ୍ରଭୁଙ୍କ ଶ୍ରୀମୁଖକୁ ହିଙ୍ଗୁଳ, ହରିତାଲ, […]

Puri

Puri

Rakesh Mallick
  • Published: Thursday, 01 February 2018
  • Updated: 01 February 2018, 09:41 AM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ପରମ୍ପରା ମୁତାବକ ଏହି ଅବସରରେ ଶ୍ରୀଜୀଉଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଇଥାଏ। ଶ୍ରୀମନ୍ଦିର ସତ୍ତ୍ୱଲିପି ଅନୁସାରେ ଆଜି ଦ୍ୱିତୀୟ ଭୋଗମଣ୍ଡପ ପରେ ଚତୁର୍ଦ୍ଧାମୂର୍ତ୍ତୀଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏଥିପାଇଁ ୪ ଘଣ୍ଟା ଧରି ଦର୍ଶନ ବନ୍ଦ ରହିବ ବୋଲି ସୂଚନା ମିଳିଛି।  ଦିନ ୩ଟା ୩୦ରୁ ରାତି ୮ଟା ଯାଏଁ ଦର୍ଶନ ବନ୍ଦ ରହିବ ବୋଲି ଆଶା କରାଯାଉଛି। ବନକଲାଗିରେ ମହାପ୍ରଭୁଙ୍କ ଶ୍ରୀମୁଖକୁ ହିଙ୍ଗୁଳ, ହରିତାଲ, ଧଳା ଓ କଳା ଆଦି ପ୍ରାକୃତିକ ରଙ୍ଗରେ ଦତ୍ତ ମହାପାତ୍ର ସେବକମାନେ ଶୃଙ୍ଗାର କରିଥାନ୍ତି।

https://www.youtube.com/watch?v=8mPJB_BVLc4

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos