ଗୁଣ୍ଡିଚା ମନ୍ଦିରରେ ଆଜି ଶ୍ରୀଜିଉଙ୍କ ବନକ ଲାଗି ନୀତି

ପୁରୀ(ଓଡ଼ିଶା ରିପୋର୍ଟର): ମାଉସୀ ବାଡ଼ିରେ ତିନି ଦିଅଁଙ୍କର ଆଜି ବନକ ଲାଗି ନୀତି ହେବ। ମଧ୍ୟାହ୍ନ ଧୂପ ଓ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ଆଡ଼ପ ମଣ୍ଡପରେ ବନକ ଲାଗି ହେବ। ଏଣୁ ରାତି ୯ଟା ପରଠାରୁ ଆଜି ଭକ୍ତଙ୍କ ଦର୍ଶନ ବନ୍ଦ ରହିବ। ବନକ ଲାଗି ନୀତି ପାଇଁ ୮ରୁ ୧୦ ଜଣ ଦତ୍ତମହାପାତ୍ର ସେବକ ମିଶି ମହାପ୍ରଭୁଙ୍କ ଶ୍ରୀମୁଖ ସିଂହାର କରିବେ। ପହୁଡ଼ ଆଳତି ପରେ ଦୁଆର ପଡ଼ିବ। ଏହାପରେ ସେବାୟତମାନେ କସ୍ତୁରୀ, କେଶର, […]

5555555555555555555

5555555555555555555

Tapaswini Nayak
  • Published: Sunday, 07 July 2019
  • Updated: 07 July 2019, 07:36 AM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ମାଉସୀ ବାଡ଼ିରେ ତିନି ଦିଅଁଙ୍କର ଆଜି ବନକ ଲାଗି ନୀତି ହେବ। ମଧ୍ୟାହ୍ନ ଧୂପ ଓ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ଆଡ଼ପ ମଣ୍ଡପରେ ବନକ ଲାଗି ହେବ। ଏଣୁ ରାତି ୯ଟା ପରଠାରୁ ଆଜି ଭକ୍ତଙ୍କ ଦର୍ଶନ ବନ୍ଦ ରହିବ। ବନକ ଲାଗି ନୀତି ପାଇଁ ୮ରୁ ୧୦ ଜଣ ଦତ୍ତମହାପାତ୍ର ସେବକ ମିଶି ମହାପ୍ରଭୁଙ୍କ ଶ୍ରୀମୁଖ ସିଂହାର କରିବେ।

ପହୁଡ଼ ଆଳତି ପରେ ଦୁଆର ପଡ଼ିବ। ଏହାପରେ ସେବାୟତମାନେ କସ୍ତୁରୀ, କେଶର, ହେଙ୍ଗୁଳ ଓ ହରତାଳର ମିଶ୍ରଣରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଶ୍ରୀମୁଖ ସିଂହାର କରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos