ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ।  ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ।  ପ୍ରାକୃତିକ ଶୈଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ।  ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଏବଂ କଳା ଆଦି ପାରମ୍ପରିକ ରଙ୍ଗରେ ଶୃଙ୍ଗାର ହୋଇସାରିବା ପରେ ଝଲସି ଉଠିବ ମହାପ୍ରଭୁଙ୍କ ଶ୍ରୀମୁଖ । ଶ୍ରୀଜଗନ୍ନାଥଙ୍କ ଏହି ବେଶ ଶ୍ରେଷ୍ଠ ନୀତି ମଧ୍ୟରେ […]

puri345

puri345

Tapas Behera
  • Published: Thursday, 28 March 2019
  • Updated: 28 March 2019, 04:27 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ।  ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ।  ପ୍ରାକୃତିକ ଶୈଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ।  ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଏବଂ କଳା ଆଦି ପାରମ୍ପରିକ ରଙ୍ଗରେ ଶୃଙ୍ଗାର ହୋଇସାରିବା ପରେ ଝଲସି ଉଠିବ ମହାପ୍ରଭୁଙ୍କ ଶ୍ରୀମୁଖ । ଶ୍ରୀଜଗନ୍ନାଥଙ୍କ ଏହି ବେଶ ଶ୍ରେଷ୍ଠ ନୀତି ମଧ୍ୟରେ ଅନ୍ୟତମ।

ବନକଲାଗି ନୀତି ମହାପ୍ରଭୁଙ୍କର ଏକ ଗୁପ୍ତ ସେବା ଓ ପ୍ରାୟ ଚାରିଘଣ୍ଟାର ସେବା ହୋଇଥାଏ।  ଏହି କାରଣରୁ ଆଜି ଅପରାହ୍ନ ୪ଟାରୁ ରାତି  ୮ଟା ପର୍ଯ୍ୟନ୍ତ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story