ଆଜି ଶ୍ରୀଜିଉଙ୍କୁ ୪ ଘଣ୍ଟା ଦର୍ଶନ କରିପାରିବେନି ଭକ୍ତ

ପୁରୀ (ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି ହେବ। ସେଥିପାଇଁ ୪ ଘଣ୍ଟା ପାଇଁ ଶ୍ରୀଜିଉମାନଙ୍କ ଦର୍ଶନ ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।  ପ୍ରାକୃତିକ ପ୍ରଣାଳିରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳାରଙ୍ଗରେ ମହାପ୍ରଭୁଙ୍କ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ହୋଇଥିବାରୁ […]

puri,,

puri,,

Tapaswini Nayak
  • Published: Wednesday, 12 February 2020
  • Updated: 12 February 2020, 12:17 PM IST

Sports

Latest News

ପୁରୀ (ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି ହେବ। ସେଥିପାଇଁ ୪ ଘଣ୍ଟା ପାଇଁ ଶ୍ରୀଜିଉମାନଙ୍କ ଦର୍ଶନ ବନ୍ଦ ରହିବ।

ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।  ପ୍ରାକୃତିକ ପ୍ରଣାଳିରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳାରଙ୍ଗରେ ମହାପ୍ରଭୁଙ୍କ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ହୋଇଥିବାରୁ ଆଜି ଅପରାହ୍ନ ୪ଟାରୁ ରାତି ୮ଟା ଯାଏ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story