ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>ପୁରୀ(ଓଡ଼ିଶା ରିପୋର୍ଟର): ପୁରୀ ଶ୍ରୀମନ୍ଦିରରେ ଆଜି ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଶ୍ରୀମନ୍ଦିରର ଦ୍ୱିତୀୟ ଭୋଗ ମଣ୍ଡପ ନୀତି ସରିବା ପରେ ଦତ୍ତମହାପାତ୍ର ସେବକ ମହାପ୍ରଭୁଙ୍କୁ ବନକଲାଗି କରିବା ପାଇଁ ଭିତରକୁ ପ୍ରବେଶ କରିବେ। ଏଥିପାଇଁ ୪ଘଣ୍ଟା ଦର୍ଶନ ବନ୍ଦ ରହିବ। ଅପରାହ୍ନ ସାଢେ ୩ଟାରୁ ସାଢେ ୭ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ସମୟ ନିର୍ଘଣ୍ଟ କରାଯାଇଛି।</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।