ଆଜି ୪ଘଣ୍ଟା ଶ୍ରୀଜିଉଙ୍କୁ ଦେଖିପାରିବେନି ଭକ୍ତ

Ordigital Desk
  • Published: Wednesday, 11 April 2018
  • , Updated: 11 April 2018, 07:55 AM IST
<p>ପୁରୀ(ଓଡ଼ିଶା ରିପୋର୍ଟର): ପୁରୀ ଶ୍ରୀମନ୍ଦିରରେ ଆଜି ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଶ୍ରୀମନ୍ଦିରର ଦ୍ୱିତୀୟ ଭୋଗ ମଣ୍ଡପ ନୀତି ସରିବା ପରେ ଦତ୍ତମହାପାତ୍ର ସେବକ ମହାପ୍ରଭୁଙ୍କୁ ବନକଲାଗି କରିବା ପାଇଁ ଭିତରକୁ ପ୍ରବେଶ କରିବେ। ଏଥିପାଇଁ ୪ଘଣ୍ଟା ଦର୍ଶନ ବନ୍ଦ ରହିବ।&nbsp; ଅପରାହ୍ନ ସାଢେ ୩ଟାରୁ ସାଢେ ୭ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ସମୟ ନିର୍ଘଣ୍ଟ କରାଯାଇଛି।</p>

Related story