ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଚମକିବ । ମହାପ୍ରଭୁଙ୍କ ଗୁପ୍ତ ସେବା ବନକଲାଗି ନୀତି ପାଇଁ ଆଜି ଅପରାହ୍ନ ୪ଟାରୁ ରାତି […]

jajpur-1.1.

jajpur-1.1.

Niharika Rout
  • Published: Wednesday, 23 October 2019
  • Updated: 23 October 2019, 10:30 AM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ।

ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଚମକିବ । ମହାପ୍ରଭୁଙ୍କ ଗୁପ୍ତ ସେବା ବନକଲାଗି ନୀତି ପାଇଁ ଆଜି ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story