ଡିଏଫଓ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରତିବାଦରେ କରଞ୍ଜିଆ ବନ୍ଦ

ବାରିପଦା (ମାଣିକ ଲାଲ ପାଣି): କରଞ୍ଜିଆ ଡିଏଫଓ କାର୍ଯ୍ୟାଳୟକୁ ଅନ୍ୟତ୍ର ସ୍ଥାନାନ୍ତର ପ୍ରତିବାଦରେ ଆଜି ୧୨ଘଣ୍ଟିଆ କରଞ୍ଜିଆ ବନ୍ଦ ପାଳନ କରାଯାଉଛି। କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ବନ୍ଦ ପାଳନ ଯୋଗୁ ସହରରେ ଦୋକାନ-ବଜାର ସହିତ ଗାଡ଼ି ଚଳାଚଳ ବନ୍ଦ ରହିଛି। କ୍ରିୟାନୁଷ୍ଠାନ କମିଟି ସଦସ୍ୟମାନେ ଜାତୀୟ ରାଜପଥ ୪୯କୁ ଅବରୋଧ କରିଛନ୍ତି। ଡିଏଫଓ କାର୍ଯ୍ୟାଳୟ ସ୍ଥାନାନ୍ତର ସମ୍ପର୍କିତ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇବା ପରେ କରଞ୍ଜିଆରେ ଜନ ଅସନ୍ତୋଷ ଦେଖାଦେଇଛି। ଏହି […]

6777900

6777900

Tapaswini Nayak
  • Published: Thursday, 27 December 2018
  • Updated: 27 December 2018, 01:04 PM IST

Sports

Latest News

ବାରିପଦା (ମାଣିକ ଲାଲ ପାଣି): କରଞ୍ଜିଆ ଡିଏଫଓ କାର୍ଯ୍ୟାଳୟକୁ ଅନ୍ୟତ୍ର ସ୍ଥାନାନ୍ତର ପ୍ରତିବାଦରେ ଆଜି ୧୨ଘଣ୍ଟିଆ କରଞ୍ଜିଆ ବନ୍ଦ ପାଳନ କରାଯାଉଛି। କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି।

ବନ୍ଦ ପାଳନ ଯୋଗୁ ସହରରେ ଦୋକାନ-ବଜାର ସହିତ ଗାଡ଼ି ଚଳାଚଳ ବନ୍ଦ ରହିଛି। କ୍ରିୟାନୁଷ୍ଠାନ କମିଟି ସଦସ୍ୟମାନେ ଜାତୀୟ ରାଜପଥ ୪୯କୁ ଅବରୋଧ କରିଛନ୍ତି।

ଡିଏଫଓ କାର୍ଯ୍ୟାଳୟ ସ୍ଥାନାନ୍ତର ସମ୍ପର୍କିତ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇବା ପରେ କରଞ୍ଜିଆରେ ଜନ ଅସନ୍ତୋଷ ଦେଖାଦେଇଛି।

ଏହି ଆନ୍ଦୋଳନକୁ ବିଭିନ୍ନ ରାଜନୈତିକ ଦଳ ସମର୍ଥନ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story