ବେଙ୍ଗାଲୁରୁ: ଟ୍ରକ୍‌ ଧକ୍କାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ବେଙ୍ଗାଲୁରୁ: ବେଙ୍ଗାଲୁରୁର ଅଞ୍ଜନାପୁର ଏସ୍‌ପି ରେଡ୍ରିଡି ମିକ୍ସ କମ୍ପାନୀରେ କାର୍ଯ୍ୟରତ ଜଣେ ଓଡ଼ିଆ ଶ୍ରମିକଙ୍କ ଟ୍ରକ୍‌ ଧକ୍କାରେ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁର ଗଙ୍ଗାଧର ପାଇକରାଏ। ଗତକାଲି ମଙ୍ଗାଧର ଅଫିସ୍‌ ସମ୍ମୁଖରେ ଚାଲିଚାଲି ଯାଉଥିବା ବେଳେ ପଛରୁ ଆସୁଥିବା ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଉଥିବା ବେଳେ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା। ତାଙ୍କ ମୃତ୍ୟୁରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

accident banglor

accident banglor

Rakesh Mallick
  • Published: Sunday, 01 January 2017
  • Updated: 01 January 2017, 02:32 PM IST

Sports

Latest News

ବେଙ୍ଗାଲୁରୁ: ବେଙ୍ଗାଲୁରୁର ଅଞ୍ଜନାପୁର ଏସ୍‌ପି ରେଡ୍ରିଡି ମିକ୍ସ କମ୍ପାନୀରେ କାର୍ଯ୍ୟରତ ଜଣେ ଓଡ଼ିଆ ଶ୍ରମିକଙ୍କ ଟ୍ରକ୍‌ ଧକ୍କାରେ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁର ଗଙ୍ଗାଧର ପାଇକରାଏ।

ଗତକାଲି ମଙ୍ଗାଧର ଅଫିସ୍‌ ସମ୍ମୁଖରେ ଚାଲିଚାଲି ଯାଉଥିବା ବେଳେ ପଛରୁ ଆସୁଥିବା ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଉଥିବା ବେଳେ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା। ତାଙ୍କ ମୃତ୍ୟୁରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos