ବଙ୍ଗୋପସାଗରରେ ସୃଷ୍ଟି ଲୋପ୍ରେସରର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବେଲମାର୍କ ଲୋପ୍ରେସରର ବର୍ତ୍ତମାନ ଦକ୍ଷିଣ ଓଡିଶା ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଯାଏ ସାରା ରାଜ୍ୟରେ ବର୍ଷା ଲାଗି ରହିବ। ବିଶେଷକରି ଆଭ୍ୟନ୍ତରୀଣ, ଉପକୂଳ ଓ ଦକ୍ଷିଣ ଓଡିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଗତ ୨୪ଘଣ୍ଟା ମଧ୍ୟରେ ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟିରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି।

barsha

barsha

Rakesh Mallick
  • Published: Wednesday, 16 September 2015
  • Updated: 17 September 2015, 01:51 AM IST

Sports

Latest News

brashaଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବେଲମାର୍କ ଲୋପ୍ରେସରର ବର୍ତ୍ତମାନ ଦକ୍ଷିଣ ଓଡିଶା ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଯାଏ ସାରା ରାଜ୍ୟରେ ବର୍ଷା ଲାଗି ରହିବ। ବିଶେଷକରି ଆଭ୍ୟନ୍ତରୀଣ, ଉପକୂଳ ଓ ଦକ୍ଷିଣ ଓଡିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଗତ ୨୪ଘଣ୍ଟା ମଧ୍ୟରେ ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟିରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos