ବଙ୍ଗୋପସାଗରରେ ସୃଷ୍ଟି ଲୋପ୍ରେସରର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବେଲମାର୍କ ଲୋପ୍ରେସରର ବର୍ତ୍ତମାନ ଦକ୍ଷିଣ ଓଡିଶା ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଯାଏ ସାରା ରାଜ୍ୟରେ ବର୍ଷା ଲାଗି ରହିବ। ବିଶେଷକରି ଆଭ୍ୟନ୍ତରୀଣ, ଉପକୂଳ ଓ ଦକ୍ଷିଣ ଓଡିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଗତ ୨୪ଘଣ୍ଟା ମଧ୍ୟରେ ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟିରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି।