ଶତାୟୁ ବୃଦ୍ଧାଙ୍କୁ ବ୍ୟାଙ୍କକୁ ଡକାଇବା ମହଙ୍ଗା ପଡ଼ିଲା, ବ୍ୟାଙ୍କ ମ୍ୟାନେଜର ନିଲମ୍ବିତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ସଙ୍କଟ ସମୟରେ ଜନଧନ ଯୋଜନାରେ ମିଳିଥିବା ଟଙ୍କା ଉଠାଣ ପାଇଁ ବ୍ୟକ୍ତିଗତ ଭାବେ ବ୍ୟାଙ୍କରେ ହାଜର ହେବା ନିମନ୍ତେ ଜଣେ ଶତାୟୁ ବୃଦ୍ଧାଙ୍କୁ ଡକାଇବା ବରଗାଁ ଉତ୍କଳ ଗ୍ରାମ୍ୟ  ବ୍ୟାଙ୍କ ମ୍ୟାନେଜର ଅଜିତ୍ କୁମାର ପ୍ରଧାନଙ୍କୁ ମହଙ୍ଗା ପଡ଼ିଛି। ରାଜ୍ୟ ସରକାର ଏହି ଘଟଣାକୁ ଅତ୍ୟନ୍ତ ଗୁରୁତର ସହିତ ଗ୍ରହଣ କରି ଗତ ରବିବାର ଦିନ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କର ଅଧ୍ୟକ୍ଷଙ୍କୁ ଘଟଣାର ତଦନ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ […]

790

790

Tapas Behera
  • Published: Monday, 15 June 2020
  • Updated: 15 June 2020, 09:59 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ସଙ୍କଟ ସମୟରେ ଜନଧନ ଯୋଜନାରେ ମିଳିଥିବା ଟଙ୍କା ଉଠାଣ ପାଇଁ ବ୍ୟକ୍ତିଗତ ଭାବେ ବ୍ୟାଙ୍କରେ ହାଜର ହେବା ନିମନ୍ତେ ଜଣେ ଶତାୟୁ ବୃଦ୍ଧାଙ୍କୁ ଡକାଇବା ବରଗାଁ ଉତ୍କଳ ଗ୍ରାମ୍ୟ  ବ୍ୟାଙ୍କ ମ୍ୟାନେଜର ଅଜିତ୍ କୁମାର ପ୍ରଧାନଙ୍କୁ ମହଙ୍ଗା ପଡ଼ିଛି। ରାଜ୍ୟ ସରକାର ଏହି ଘଟଣାକୁ ଅତ୍ୟନ୍ତ ଗୁରୁତର ସହିତ ଗ୍ରହଣ କରି ଗତ ରବିବାର ଦିନ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କର ଅଧ୍ୟକ୍ଷଙ୍କୁ ଘଟଣାର ତଦନ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ଅନୁରୋଧ କରିଥିଲେ।

ରାଜ୍ୟ ସରକାରଙ୍କ ଅନୁରୋଧ ପରେ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ କର୍ତ୍ତୃପକ୍ଷ ବରଗାଁ ବ୍ରାଂଚର ମ୍ୟାନେଜର ଅଜିତ୍ ପ୍ରଧାନଙ୍କୁ ତତ୍କାଳ ନିଲମ୍ବନ କରାଯାଇଛି ଓ ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ଉଲ୍ଲେଖଯୋଗ୍ୟ, ଶତାୟୁ ବୃଦ୍ଧା ଲଭେ ବାଗଙ୍କୁ ଜନଧନ ଯୋଜନାରେ ମିଳିଥିବା ଟଙ୍କା ଉଠାଣ ପାଇଁ ବ୍ୟକ୍ତିଗତ ଭାବେ ବ୍ୟାଙ୍କରେ ହାଜର ହେବା ନିମନ୍ତେ ବ୍ରାଂଚ ମ୍ୟାନେଜର ଶ୍ରୀ ପ୍ରଧାନ କହିଥିଲେ। ଫଳରେ ଶ୍ରୀମତୀ ଲଭେଙ୍କ ଝିଅ ପୁଞ୍ଜିମତୀ(୬୦ବର୍ଷ) ମା’ଙ୍କୁ ଏକ ଖଟିଆରେ ଘୋଷାଡ଼ି ଘୋଷାଡ଼ି ନେବା ରାଜ୍ୟ ସରକାରଙ୍କ ଘଟଣା ଦୃଷ୍ଟିକୁ ଆସିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story