୪ ଦିନ ବନ୍ଦ ରହିବ ବ୍ୟାଙ୍କ!

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚଳିତ ସପ୍ତାହରେ ୪ ଦିନ ବନ୍ଦ ରହିପାରେ ବ୍ୟାଙ୍କ। ମାର୍ଚ୍ଚ ୧୫ (ସୋମବାର) ଓ ୧୬ ତାରିଖ ମଙ୍ଗଳବାର ୨ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ ଡାକରା ଦେଇଛି ଅଲ୍ ଇଣ୍ଡିଆ ବ୍ୟାଙ୍କ ଅଫିସର୍ସ କନଫେଡେରେସନ (All India Bank Officers’ Confederation) ।  ଏନେଇ ସୂଚନା ଦେଇଛନ୍ତି AIBOCର ଓଡ଼ିଶା ୟୁନିଟ୍ ସଭାପତି ଦାମୋଦର ନନ୍ଦ। ଏହି ଦୁଇ ଦିନ ଧର୍ମଘଟ ଯୋଗୁ ଅଧିକାଂଶ ପବ୍ଲିକ ସେକ୍ଟର ବ୍ୟାଙ୍କ ଓ ଘରୋଇ […]

bank strike

bank strike

Manoranjan Sial
  • Published: Tuesday, 09 March 2021
  • Updated: 09 March 2021, 06:25 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚଳିତ ସପ୍ତାହରେ ୪ ଦିନ ବନ୍ଦ ରହିପାରେ ବ୍ୟାଙ୍କ। ମାର୍ଚ୍ଚ ୧୫ (ସୋମବାର) ଓ ୧୬ ତାରିଖ ମଙ୍ଗଳବାର ୨ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ ଡାକରା ଦେଇଛି ଅଲ୍ ଇଣ୍ଡିଆ ବ୍ୟାଙ୍କ ଅଫିସର୍ସ କନଫେଡେରେସନ (All India Bank Officers' Confederation) ।  ଏନେଇ ସୂଚନା ଦେଇଛନ୍ତି AIBOCର ଓଡ଼ିଶା ୟୁନିଟ୍ ସଭାପତି ଦାମୋଦର ନନ୍ଦ। ଏହି ଦୁଇ ଦିନ ଧର୍ମଘଟ ଯୋଗୁ ଅଧିକାଂଶ ପବ୍ଲିକ ସେକ୍ଟର ବ୍ୟାଙ୍କ ଓ ଘରୋଇ ବ୍ୟାଙ୍କ ବନ୍ଦ ରହିବ।

ସେହିପରି ଚଳିତ ସପ୍ତାହର ଦ୍ୱିତୀୟ ଶନିବାର ୧୩ ତାରିଖ ଓ ରବିବାର ୧୪ ତାରିଖ ଛୁଟି ଥିବାରୁ ବ୍ୟାଙ୍କ ବନ୍ଦ ରହିବ। ମୋଟ୍ ଉପରେ ଚଳିତ ସପ୍ତାହରେ ୪ ଦିନ ବ୍ୟାଙ୍କ ଛୁଟି ରହିବ। ବ୍ୟାଙ୍କ ଘରୋଇକରଣ ନିଷ୍ପତ୍ତିକୁ ବିରୋଧ କରି ଏହି ଧର୍ମଘଟ ଡାକରା ଦିଆଯାଇଛି। ଧର୍ମଘଟରେ ସାମିଲ ରାଜ୍ୟର ୫୫୦୦ ବ୍ୟାଙ୍କର ୩୦ ହଜାର କର୍ମଚାରୀ ସାମିଲ୍‌ ହେବେ।

ସୂଚନାଯୋଗ୍ୟ, ଚଳିତ ବଜେଟ୍‌ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨ଟି ପବ୍ଲିକ୍‌ ସେକ୍ଟର ବ୍ୟାଙ୍କ ଓ ଗୋଟିଏ ବୀମା କମ୍ପାନୀକୁ ଘରୋଇ କରଣ କରିବାକୁ ନିଷ୍ପତ୍ତି ନେଇଥିଲେ। ଯାହାକୁ ବ୍ୟାଙ୍କ କର୍ମଚାରୀମାନେ ବିରୋଧ କରୁଛନ୍ତି। ସରକାରଙ୍କ ଏପରି ନିଷ୍ପତ୍ତିକୁ ବିରୋଧ କରି ବ୍ୟାଙ୍କ କର୍ମଚାରୀମାନେ ଧର୍ମଘଟ କରିବାକୁ ରାସ୍ତାକୁ ଓହ୍ଲାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story