ନକ୍ସଲ ମୁକାବିଲା ରଣନୀତି ବୈଠକ: ମାଲକାନଗିରି-ନବରଙ୍ଗପୁର ରେଳ ସଂଯୋଗ ଲାଗି ଦାବି

ନୂଆଦିଲ୍ଲୀ: ନକ୍ସଲ ମୁକାବିଲା ରଣନୀତି ନେଇ ଦିଲ୍ଲୀରେ ହୋଇଥିବା ବୈଠକରେ ଭିତ୍ତିଭୂମିର ବିକାଶକୁ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସଂପୃକ୍ତ ଅଞ୍ଚଳରେ ଟେଲିଫୋନ୍ ଓ ବ୍ୟାଙ୍କିଂ ସେବା ସହିତ ରେଳ ଯୋଗାଯୋଗ କରିବାକୁ ସେ ଦାବି ଉଠାଇଛନ୍ତି। ବୈଠକ ପରେ ନବୀନ କହିଛନ୍ତି, ବ୍ୟାଙ୍କିଂ ବ୍ୟବସ୍ଥା ପାଇଁ ବୈଠକରେ ଗୁରୁତ୍ୱ ଦିଆଯାଇଛି। ମାଲକାନଗିରିରୁ ନବରଙ୍ଗପୁରକୁ ରେଳ ସଂଯୋଗ ପାଇଁ ମଧ୍ୟ କେନ୍ଦ୍ର ନିକଟରେ ଦାବି କରାଯାଇଛି। ନବୀନ ଆହୁରି କହିଛନ୍ତି ଯେ, ମାଲକାନଗିରିରୁ ନବରଙ୍ଗପୁରକୁ ରେଳ […]

bjd.jpg,,,,,

bjd.jpg,,,,,

Tapaswini Nayak
  • Published: Monday, 26 August 2019
  • Updated: 26 August 2019, 02:45 PM IST

ନୂଆଦିଲ୍ଲୀ: ନକ୍ସଲ ମୁକାବିଲା ରଣନୀତି ନେଇ ଦିଲ୍ଲୀରେ ହୋଇଥିବା ବୈଠକରେ ଭିତ୍ତିଭୂମିର ବିକାଶକୁ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସଂପୃକ୍ତ ଅଞ୍ଚଳରେ ଟେଲିଫୋନ୍ ଓ ବ୍ୟାଙ୍କିଂ ସେବା ସହିତ ରେଳ ଯୋଗାଯୋଗ କରିବାକୁ ସେ ଦାବି ଉଠାଇଛନ୍ତି। ବୈଠକ ପରେ ନବୀନ କହିଛନ୍ତି, ବ୍ୟାଙ୍କିଂ ବ୍ୟବସ୍ଥା ପାଇଁ ବୈଠକରେ ଗୁରୁତ୍ୱ ଦିଆଯାଇଛି। ମାଲକାନଗିରିରୁ ନବରଙ୍ଗପୁରକୁ ରେଳ ସଂଯୋଗ ପାଇଁ ମଧ୍ୟ କେନ୍ଦ୍ର ନିକଟରେ ଦାବି କରାଯାଇଛି।

ନବୀନ ଆହୁରି କହିଛନ୍ତି ଯେ, ମାଲକାନଗିରିରୁ ନବରଙ୍ଗପୁରକୁ ରେଳ ସଂଯୋଗ ପାଇଁ କେନ୍ଦ୍ର ସରକାର ପଦକ୍ଷେପ ନେଲେ, ରାଜ୍ୟ ସରକାର ମାଗଣାରେ ଜମି ଯୋଗାଇଦେବେ। ଏହା ସହିତ ପ୍ରକଳ୍ପର ଅଧା ଖର୍ଚ୍ଚ କରିବେ।

ସୂଚନାଯୋଗ୍ୟ, ଗୃହମନ୍ତ୍ରୀ ଅମିତ୍ ଶାହଙ୍କ ଅଧ୍ୟକ୍ଷତାରେ ନକ୍ସଲ ମୁକାବିଲା ନେଇ ଆଜି ଦିଲ୍ଲୀରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ବୈଠକରେ ଓଡ଼ିଶା ସମେତ ୧୧ଟି ନକ୍ସଲ ପ୍ରଭାବିତ ରାଜ୍ୟର ସୁରକ୍ଷା ଓ ବିକାଶ ସମ୍ପର୍କରେ ଆଲୋଚନା ହୋଇଥିଲା। ଓଡ଼ିଶାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବୈଠକରେ ଅଂଶଗ୍ରହଣ କରିଥିଲେ। ନବୀନଙ୍କ ସହ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ ଓ ପୁଲିସ ଡିଜି ବିଜୟ ଶର୍ମା ମଧ୍ୟ ବୈଠକରେ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story