କାଲି ବ୍ୟାଙ୍କ ଛୁଟି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପରଲୋକ ଖବର ପ୍ରଚାରିତ ହେବା ପରେ ଦେଶବ୍ୟାପୀ ଶୋକର ଛାୟା ଖେଳିଯାଇଛି। ରାଜ୍ୟ ସରକାର ଶୁକ୍ରବାର ସରକାରୀ ଛୁଟି ଘୋଷଣା କରିଛନ୍ତି। କାଲି ସମସ୍ତ ସରକାରୀ ଅଫିସ ସହ ବ୍ୟାଙ୍କ ବନ୍ଦ ରହିବ ବୋଲି ଘୋଷଣା ହୋଇଛି। ଛୁଟି ଘୋଷଣା ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ୭ ଦିନ ପର୍ଯ୍ୟନ୍ତ ରାଷ୍ଟ୍ରୀୟ ଶୋକ ପାଳନ କରାଯିବ। ସମସ୍ତ ସରକାରୀ କୋଠାରେ ଜାତୀୟ ପତାକା ଅର୍ଦ୍ଧନମିତ […]

bank-strike-on-february-28

bank-strike-on-february-28

Ordigital Desk
  • Published: Thursday, 16 August 2018
  • Updated: 16 August 2018, 09:40 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପରଲୋକ ଖବର ପ୍ରଚାରିତ ହେବା ପରେ ଦେଶବ୍ୟାପୀ ଶୋକର ଛାୟା ଖେଳିଯାଇଛି। ରାଜ୍ୟ ସରକାର ଶୁକ୍ରବାର ସରକାରୀ ଛୁଟି ଘୋଷଣା କରିଛନ୍ତି।

କାଲି ସମସ୍ତ ସରକାରୀ ଅଫିସ ସହ ବ୍ୟାଙ୍କ ବନ୍ଦ ରହିବ ବୋଲି ଘୋଷଣା ହୋଇଛି। ଛୁଟି ଘୋଷଣା ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ୭ ଦିନ ପର୍ଯ୍ୟନ୍ତ ରାଷ୍ଟ୍ରୀୟ ଶୋକ ପାଳନ କରାଯିବ।

ସମସ୍ତ ସରକାରୀ କୋଠାରେ ଜାତୀୟ ପତାକା ଅର୍ଦ୍ଧନମିତ ରହିବ। ୭ ଦିନ ପର୍ଯ୍ୟନ୍ତ କୌଣସି ସରକାରୀ ଉତ୍ସବ ପାଳନ କରାଯିବ ନାହିଁ ବୋଲି ମଧ୍ୟ ଘୋଷଣା କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos