ବିଶିଷ୍ଟ ଶିଳ୍ପପତି ବଂଶୀଧର ପଣ୍ଡାଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ ନେତା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଶିଷ୍ଟ ଶିଳ୍ପପତି ବଂଶୀଧର ପଣ୍ଡାଙ୍କ ଆଜି  ୮୭ ବର୍ଷ ବୟସରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିବା ସହ ତାଙ୍କ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ମଧ୍ୟ ଶୋକ ପ୍ରକାଶ କରିଛନ୍ତି। ହିପରି କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ, ଧର୍ମେନ୍ଦ୍ର ପ୍ରଧାନ,ବିଜେପି ସଭାପତି ବସନ୍ତ ପଣ୍ଡା, ବିଧାୟକ ଦଳ […]

bbsr

Rakesh Mallick
  • Published: Tuesday, 22 May 2018
  • , Updated: 22 May 2018, 01:59 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଶିଷ୍ଟ ଶିଳ୍ପପତି ବଂଶୀଧର ପଣ୍ଡାଙ୍କ ଆଜି  ୮୭ ବର୍ଷ ବୟସରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିବା ସହ ତାଙ୍କ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ମଧ୍ୟ ଶୋକ ପ୍ରକାଶ କରିଛନ୍ତି।

ହିପରି କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ, ଧର୍ମେନ୍ଦ୍ର ପ୍ରଧାନ,ବିଜେପି ସଭାପତି ବସନ୍ତ ପଣ୍ଡା, ବିଧାୟକ ଦଳ ନେତା କେଭି ସିଂହଦେଓ, ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ ଓସମାଜସେବୀ ଅଚ୍ୟୁତ ସାମନ୍ତଶୋକ ପ୍ରକାଶ କରିଛନ୍ତି।

 

Related story