କଟକ(ଓଡ଼ିଶା ରିପୋର୍ଟର): ଆଜି ହାଇକୋର୍ଟ ବାର ସମେତ ରାଜ୍ୟର ସମସ୍ତ ବାର ଆସୋସିଏସନର ନିର୍ବାଚନ ହେବ । ଓ୍ୱାନ ବାର୍ ଓ୍ୱାନ ଭୋଟ ପଦ୍ଧତିରେ ରାଜ୍ୟର ୧୫୧ଟି ବାର ଆସୋସିଏସନରେ ଭୋଟ ଗ୍ରହଣ କରାଯିବ । ଏଥିରେ ପ୍ରାୟ ୩୩ ହଜାର ୪୦ ଜଣ ଆଇନଜୀବୀ ନିଜ ମତାଧିକାର ସାବ୍ୟସ୍ତ କରିବେ । ଏଥିପାଇଁ ଷ୍ଟେଟ ବାର କାଉନସିଲ ପକ୍ଷରୁ ଭୋଟର ଲିଷ୍ଟ ପ୍ରସ୍ତୁତ କରାଯାଇଛି ।
ସକାଳ ୮ଟା ରୁ ଭୋଟ ଆରମ୍ଭ ହୋଇ ଅପରାହ୍ନ ୩ଟା ପଯର୍ୟନ୍ତ ଚାଲିବ । ଅପରାହ୍ନ ୪ଟାରୁ ଭୋଟ ଗଣତି ଆରମ୍ଭ ହୋଇ ଫଳ ଘୋଷଣା ହେବ । ବାର କାଉନସିଲ ଅଫ ଇଣ୍ଡିଆର ନିର୍ଦେଶାବଳୀ ଅନୁଯାୟୀ ଭେରିଫିକେସନ କରାଯାଇ କେଉଁ ଭୋଟର କେଉଁ ବାର ଆସୋସିଏସନରେ ଭୋଟ ଦେବେ ତାହା ସ୍ଥିର କରାଯାଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
‘୧୫ ଦିନରେ ସରିବ ସୁଭଦ୍ରା ଯାଞ୍ଚ; ଯୋଗ୍ୟ ମହିଳା ପାଇବେ ଟଙ୍କା’
୨୧ ବର୍ଷ ପୂରିଥିଲ ‘ସୁଭଦ୍ରା’ ଆବେଦନ କରିପାରିବେ। ଯେଉଁମାନଙ୍କର ଏହି ମାସରେ ୨୧ ବର୍ଷ ପୂରିଥିବ ସେ ବି ସୁଭଦ୍ରା ପାଇଁ ଆବେଦନ କରି ପାରିବେ। ଆବେଦନ କଲେ ସୁଭଦ୍ରା ଟଙ୍କା ପାଇପାରିବେ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ।
Crime
ଝିଅ ମୃତ୍ୟୁ ପରେ ମୁଣ୍ଡ ପିଟୁଛି ମା’; କହିଲା- ଯିଏ ନେଇଥିଲା, ସିଏ ଆସିଲେ ଉଠିବ ମୃତଦେହ
‘ମୋ’ ଝିଅ ୮ ମାସ ହେବ ଘରୁ ଚାଲି ଯାଇଥିଲା। ଗାଁର ଜଣେ ଯୁବକ ତାକୁ ନେଇ ଯାଇଥିଲା। ମାତ୍ର ଏବେ ତା’ ମୃତଦେହ ପାଇଲୁ। ତେଣୁ ସେ ଯାହା ସହ ଯାଇଥିଲା, ସେ ନ ଆସିବା ପର୍ଯ୍ୟନ୍ତ ଝିଅର ଶବ ପଡ଼ି ରହିବ ।’
Crime
ଦାଦନ ଖଟିବାକୁ ଯାଇ ଆଖି ବୁଜିଲେ ଓଡ଼ିଆ ଶ୍ରମିକ; ମା’ ଆଣିଲେ ହତ୍ୟା ଅଭିଯୋଗ
ଗତ ୨୩ ତାରିଖରେ ଗଣେଶ ଦାଦନ ଖଟିବାକୁ ଆନ୍ଧ୍ରପ୍ରଦେଶ ଯାଇଥିଲେ।
Miscellaneous
ସୀମାରେ ଅଟକିଛି ଶହ ଶହ ଆଳୁ ବୋଝେଇ ଟ୍ରକ୍; ଛାଡ଼ୁନି ପଶ୍ଚିମବଙ୍ଗ ସରକାର
ବୁଧବାର ରାତିରୁ ଲକ୍ଷ୍ମଣନାଥ ଟୋଲ ଗେଟ୍ରୁ ୨୫ କିମି ଦୂରରେ ତଥା ବେଲଦାରେ ଶତାଧିକ ଆଳୁ ଟ୍ରକ୍ ଅଟକି ରହିଛି।
Accident
ଜଳିଗଲା ଧାନ ଗଦା, ୧୦ ଏକର ଜମିର ଧାନ ଫସଲ ଭସ୍ମ
ଗତକାଲି କିଛି ଦୁର୍ବୃତ୍ତମାନେ ଧାନ ଗଦାରେ ନିଆଁ ଲଗାଇ ଦେଇଥିଲେ।