ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶଟ୍ଡାଉନ୍ରେ ମଦ ବିକିବା ଅଭିଯୋଗରେ ଏକ ହୋଟେଲ ଆଣ୍ଡ ବାର୍ ସିଲ୍ ହୋଇଛି। ଭୁବନେଶ୍ୱରସ୍ଥିତ ଗ୍ୟାରେଜ୍ ଛକରେ ଏକ ହୋଟେଲ ଆଣ୍ଡ ବାର୍କୁ BMC ଓ ପୁଲିସର ମିଳିତ ସ୍କ୍ୱାଡ୍ ଚଢ଼ଉ କରି ସିଲ୍ କରିଛି।
ସୂଚନାଯୋଗ୍ୟ, କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଖୋର୍ଦ୍ଧା ଜିଲ୍ଲାରେ ଅଗଷ୍ଟ ମାସର ପ୍ରତି ଶନି ଓ ରବିବାର ଶଟ୍ଡାଉନ୍ ଘୋଷଣା କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Health
ମାରି ଦଉଛି ମାରବର୍ଗ; କରି ଦେଉଛି ରକ୍ତରଞ୍ଜିତ ଆଖି
୧୭ ଦେଶରେ ଆଖି ପିଛୁଳାକେ ବ୍ୟାପିଲାଣି। ରୱାଣ୍ଡାରେ ପ୍ରାୟ ୧୫ରୁ ଅଧିକ ଲୋକଙ୍କ ଜୀବନ ଗଲାଣି।